ମହାନଦୀରେ ଭାସିଗଲେ ବାପ, ପୁଅ, ଝିଅ

ସମ୍ବଲପୁର ଅଫିସ,୪।୧୦: ସମ୍ବଲପୁର ଜିଲା ଦଲେଇଗଡ଼ା ମହାନଦୀ ଘାଟରେ ସୋମବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇ ବାପ, ପୁଅ ଓ ଝିଅ ଭାସି ଯାଇଛନ୍ତି। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ। ହେଲେ ତାଙ୍କର କୌଣସି ପତ୍ତା ମିଳିପାରି ନାହିଁ। ରାତି ହୋଇଯିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପାରି ଦେଇ ଗୁଳି ଖାଇଲେ

ଅନ୍ୟ ପାଇଁ ଖୋଳିଥିବା ଗାତରେ ନିଜେ ପଡ଼ିଲେ। ଜମିବାଡ଼ି ବିବାଦକୁ ନେଇ ସୃଷ୍ଟ ତିକ୍ତତା ପାଇଁ ଭଣଜାକୁ ହତ୍ୟା କରିବା ଲାଗି ଯୋଜନା କରିଥିଲେ। ହେଲେ...

ଅତାବିରାରେ ପହଞ୍ଚିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌

ସରଣ୍ଡା,୨୧ା୫(ଡି.ଏନ୍‌.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌ ପହଞ୍ଚିଛନ୍ତି। ଏହି ଟିମ୍‌ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି...

ଲୋପପାଉଛି ପାରଳାର ବିଶ୍ୱପ୍ରସିଦ୍ଧ ଶିଙ୍ଗ କାମ

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ଶିଙ୍ଗ କାମ କହିଲେ ମନକୁ ଆସିଯାଉଥିଲା ଗଜପତି ଜିଲା ପାରଳାଖେମୁଣ୍ଡି ସହର। ସହରର ରାଜଦାଣ୍ଡ ସାହିରେ ମାଳ ମାଳ ଶିଙ୍ଗ ଦୋକାନ ସବୁ...

ବର୍ଷା ସାଙ୍ଗକୁ ପବନ: ରାସ୍ତାରେ ଉପୁଡ଼ି ପଡ଼ିଲା ଗଛ

କେନ୍ଦୁଝର,୨୦ା୩(ସ୍ବ.ପ୍ର.): ସୋମବାର ଭୋର୍‌ ସମୟରେ ହଠାତ୍‌ ବର୍ଷା ଓ ପବନ କେନ୍ଦୁଝର ସହର ମାଇନିଂ ରୋଡ୍‌ରେ ଏକ ଗଛ ଉପୁଡ଼ିବାରୁ ଯାତାୟାତ ବ୍ୟାହତ ହୋଇଛି। ବିଦ୍ୟୁତ୍‌...

ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି

ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା...

ଅନୁଗୋଳ ଜିଲାରେ ପ୍ରଥମ ହେବାକୁ ନ ଥିଲା ଆଶା: ଟପ୍ପର କହିଲେ କିଛି ଏମିତି କଥା

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାର ଛାତ୍ର ସୌମ୍ୟରଞ୍ଜନ ସାମନ୍ତ...

ବର୍ଷା ଯୋଗୁ ବଲାଙ୍ଗୀର ଜିଲାର ସମସ୍ତ ସ୍କୁଲ, କଲେଜ ଛୁଟି

ବଲାଙ୍ଗୀର ଅଫିସ, ୧୩।୮: ବଲାଙ୍ଗୀର ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଜିଲାର ସମସ୍ତ...

Advertisement
Archives

Model This Week