ପୁଅଙ୍କୁ ଦାମୀ ଗାଡି ଉପହାର ଦେଲେ ସନ୍ନି

ମୁମ୍ବାଇ: ଅଭିନୟକୁ ଭଲ ପାଉଥିବା ସନ୍ନି ଦେୱଲ କିଛିଦିନ ହେବ ବଡ ପରଦାରୁ ଦୂରରେ ଥିଲେ ବି ତାଙ୍କ ଅଭିନୟ ଏବେବି ଦର୍ଶକଙ୍କ ହୃଦୟରେ ବସାବାନ୍ଧିଛି । ଅଭିନେତା ଅଭିନୟକୁ ଯେତିକି ଭଲ ପାଆନ୍ତି ସେମିତି ଭଲ ଭଲ ଦାମୀ ଗାଡି ଚଢିବାକୁ ବି ପସନ୍ଦ କରନ୍ତି । ତାଙ୍କ ଗ୍ୟାରେଜରେ ରହିଛି କିଛି ବଛା ବଛା ଦାମୀ କାର୍ । ଏଥିରେ ଏବେ ଆଉ ଏକ କାର୍ ସାମିଲ ହୋଇଛି । ଏବେ ସେ ‘ଲ୍ୟାଣ୍ଡ ରୋଗର ଡିଫେଣ୍ଡର’ କାରକୁ ସ୍ୱାଗତ କରିଛନ୍ତି । ଏହି ଗାଡିଟି ସେ ତାଙ୍କ ପୁଅ କରନ ଦେୱଲଙ୍କ ପାଇଁ କିଣିଛନ୍ତି । ଏହାର କିଛି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି ।
ଲ୍ୟାଣ୍ଡ ରୋଭର ଡିଫେଣ୍ଡରର ଦାମ ୯୩ ଲକ୍ଷ ଟଙ୍କା । ସନ୍ନିଙ୍କ ନୂଆ ଗାଡ଼ିର ନମ୍ବର ୯୬୫୭ ଯାହା ମିଶି ୨୭ ହେଉଛି । ୨୭ ହେଉଛି ତାଙ୍କ ପୁଅ କରନଙ୍କ ଜନ୍ମ ତାରିଖ । ତେବେ ସନ୍ନିଙ୍କ ପାଖରେ ରହିଛି ମରସିଡିଜ ବେଂଜ ସିଲଭର ଏସଏଲ୫୦୦(୧.୧୫ କୋଟି), ଅଡି ଏ୮(୧.୫୭ କୋଟି), ପୋର୍ଶ କେୟନ(୧.୯୩କୋଟି) ଓ ଲ୍ୟାଣ୍ଡ ରେଞ୍ଜ ରୋଭର ଅଟୋବାୟୋଗ୍ରାଫି କାର(୨.୧୦କୋଟି) ଆଦି ରହିଛି ।
ସନ୍ନି ଖୁବଶୀଘ୍ର ଫିଲ୍ମ ‘ଗଦ୍ଦର୨’ରେ ନଜର ଆସିବେ । ତାଙ୍କ ସହ ଅଭିନେତ୍ରୀ ଅମିଶା ପଟେଲ ବି ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri