ଡିଜେରେ ଦୁଲୁକିଲା ଘର, ଚାଲିଗଲା ବାପାଙ୍କ ଜୀବନ, ଏମିତି ଅଭିଯୋଗ ଆଣି ଦେବୀ ରଥଙ୍କ ପୁଅ କହିଲେ…

ପାରାଦୀପ,୫ା୧୧: ଯାତ୍ରା କଳାକାର ଦେବୀ ରଥଙ୍କ ମୃତ୍ୟୁକୁ ନେଇ ପୁଅ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପାରାଦୀପ ଗଡ଼ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶୋଭାଯାତ୍ରା ହେଉଥିଲା। ଯେଉଁଥିରେ କି ଆମ ଘର ଦୁଲୁକିଥିଲା। କାହାକୁ କହିଲେ ବି କେହି ଶୁଣି ନ ଥିଲେ। ଏକାସାଙ୍ଗେ ୩ଟି ଡିଜେ ବାଜିବାରୁ ଜଣେ ୭୧ ବର୍ଷୀୟ ବୃଦ୍ଧ କେମିତି ସମ୍ଭାଳିଥାନ୍ତେ। ମଙ୍ଗଳବାର ରାତି ସାଢ଼େ ୨ଟା ପର୍ଯ୍ୟନ୍ତ ବାପାଙ୍କ ଅବସ୍ଥା ଠିକ୍‌ଠାକ୍‌ ଥିଲା। ଡିଜେ ବାଜିବା ପରେ ମୃତ୍ୟୁ ଘଟିଥିବା ସେ କହିଛନ୍ତି।

ଅନ୍ୟପକ୍ଷରେ ଡିଜେ ସଂଘର ସଭାପତି ଦେବୀ ରଥଙ୍କ ଘର ପାଖରେ ଡିଜେ ବାଜିନି ବୋଲି କହିଛନ୍ତି। ସେ କହିଛନ୍ତି, ବାଜାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଡିଜେ ଉପରେ ଅଙ୍କୁଶ, ମାତ୍ର ବାଜାକୁ ନେଇ କୌଣସି କଟକଣା ନାହିଁ’। ଯେଉଁଥିପାଇଁ ଏକ ମୂଲ୍ୟବାନ ଜୀବନ ଚାଲିଗଲା। ଆମେ ଦୁଃଖିତ। ଯେଉଁ ବାଜା ଦଳ ଆସିଥିଲେ ସେମାନଙ୍କୁ ଦଣ୍ଡିତ କରାଯାଉ ବୋଲି ଡିଜେ ସଂଘର ସଭାପତି କହିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍‌ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ...

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତ ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri