ଏପିଲେପ୍ସିକୁ ନେଇ ସଚେତନ କରୁଛନ୍ତି ଫାତିମା

ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ର ‘ଦଙ୍ଗଲ’ରୁ ବଲିଉଡ୍‌ ଡେବ୍ୟୁ କରିଥିବ ଅଭିନେତ୍ରୀ ଫାତିମା ସନା ଶେଖ୍‌ ଏପପିଲେପ୍ସି ରୋଗକୁ ଲୋକଙ୍କୁ ସଚେତନ କରୁଛନ୍ତି। ସେ ନିକଟରେ ଇନଷ୍ଟାଗ୍ରାବରେ ନିଜ ଏକ ଫଟୋ ଶେୟାର କରିବା ସହ ଅଧିକାଂଶ ଲୋକଙ୍କଠାରେ ଦେଖାଯାଉଥିବା ବିରଳ ନ୍ୟୁରୋ ଡିଜିଜ୍‌ (ଏପିଲେପ୍ସି) ବିଷୟରେ ଲୋକଙ୍କୁ ଆଓ୍ବେର କରିବା ଆରମ୍ଭ କରିଛନ୍ତି। ପ୍ରତି ୨୬ ଜଣଙ୍କ ମଧ୍ୟରୁ ଜଣଙ୍କଠାରେ ଏହି ରୋଗ ଦେଖାଯଏ। ଏହ ରୋଗ ମୁଖ୍ୟତଃ ୪ ପ୍ରକାରର ହୋଇଥାଏ ବୋଲି ଫାତିମା କ୍ୟାପ୍‌ଶନ୍‌ରେ ଲେଖିଛନ୍ତି। ଯଦି କୌଣସି ବ୍ୟକ୍ତି ଏଭଳି ଲକ୍ଷଣ କିମ୍ବା ଏପିଲେପ୍ସି ରୋଗ ଦେଇ ଗତି କରୁଛନ୍ତି ସେମାନେ ନିଜ ଅଭିଜ୍ଞତା ଶେୟାର କରିବା ପାଇଁ ଫାତିମା କହିଛନ୍ତି। ନିଜର ଅପ୍‌କମିଂ ଫିଲ୍ମ ‘ସାମ୍‌ ବାହାଦୁର’ ନିର୍ମାଣରେ ଏବେ ଫାତିମା ବ୍ୟସ୍ତ ଥିବାବେଳେ ଏଥିରେ ସେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ରରେ ନଜରକୁ ଆସିବେ


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri