ଅଭିନେତ୍ରୀଙ୍କ ଘରେ ଅଗ୍ନିକାଣ୍ଡ

ବଲିଉଡ୍‌ର ‘ଦଙ୍ଗଲ’ ଗର୍ଲ ଫାତିମା ସାନା ଶେଖଙ୍କ ଘରେ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି। ଅଗ୍ନିଶମ ବିଭାଗ ଠିକ୍‌ ସମୟରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିବାରୁ ବିଶେଷ କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଏ ନେଇ ଫାତାମା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।
ଫାତିମା ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଅଗ୍ନିଶମ ଗାଡିର ଫଟୋ ପୋଷ୍ଟକରି ଅଗ୍ନିଶମ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଲେଖିଛନ୍ତି ଯେ, ଗୁରୁବାର ବିଳମ୍ବିତ ରାତିରେ ମୋ ଘରେ ନିଆଁ ଲାଗିଯାଇଥିଲା। ତେବେ ଖୁସିର କଥା ନିଆଁ ବ୍ୟାପିବା ପୂବାରୁ ତାକୁ ନିୟନ୍ତ୍ରଣା କରାଯାଇଛି ବୋଲି ସେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବନି ଅମିର ଖାନଙ୍କ ଫିଲ୍ମ ‘ଲାଲ ସିଂହ ଚଡ୍ଡା’ରିଲିଜ୍‌ ତାରିଖ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅମିର ଖାନ ତାଙ୍କର ଆଗାମୀ ଫିଲ୍ମ ‘ଲାଲ ସିଂହ ଚଡ୍ଡା’ ପାଇଁ ଏବେ ଚର୍ଚ୍ଚାରେ ଅଛନ୍ତି । ତେବେ ତାଙ୍କର ଏହି...

ଆଇଫା ଆଓ୍ବାର୍ଡରେ ଘଟିଲା ଏମିତି, ନ ହସି ରହି ପାରିଲେନି ଦୀପିକା

ବହୁ ପ୍ରତୀକ୍ଷିତ ଆଇଫା ଆଓ୍ବାର୍ଡ ୨୦୧୯ ବୁଧବାର ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ବଲିଉଡ୍‌ ଅଭିନେତ୍ରୀ, ଅଭିନେତାଙ୍କ ଜଲ୍‌ଓ୍ବା ଦେଖିବାକୁ ମିଳିଥିଲା। ଗ୍ରୀନ୍‌ କାର୍ପେଟ୍‌ ଉପରେ...

ସରୋଜ ଖାଁଙ୍କ ଶୋକ ସଭାରେ ଯୋଗ ଦେବେନି ମାଧୁରୀ !

ମୁମ୍ବାଇ: ବଲିଉଡ୍‌ର ବେଷ୍ଟ କୋରିଓଗ୍ରାଫର ଭାବେ ଜଣାଶୁଣା ସରୋଜ ଖାଁ ଏବେ ପାଲଟି ଯାଇଛନ୍ତି ଅଫେରା ରାଇଜର ପଥିକ। ହେଲେ ପଛରେ ଛାଡି ଯାଇଛନ୍ତି ଅନେକ...

ପ୍ରେମରେ ଉବୁଟୁବୁ ଇରା: ବାପାଙ୍କ ଫିଟ୍‌ନେସ୍‌ କୋଚଙ୍କୁ କରୁଛନ୍ତି ଡେଟ୍‌

ମୁମ୍ବାଇ: ବଲିଉଡ୍‌ ପରଫେକ୍ଟନିଷ୍ଟ ଅମିର ଖାଁଙ୍କ ଝିଅ ଇରା ଖଁା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ପ୍ରାୟ ସମରେ ସେ ନିଜ ଜୀବନ ହେଉ...

‘ଦ କେରଲା ଷ୍ଟୋରି’କୁ ନେଇ ଜମ୍ମୁ-କଶ୍ମୀରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅନେକେ ଆହତ

ଜମ୍ମୁ,୧୬।୫: ବଲିଉଡର ବିବାଦୀୟ ମୁଭି ‘ଦ କେରଲା ଷ୍ଟୋରି’କୁ ନେଇ ଗୋଟିଏ ପଟେ ରାଜନୈତିକ ଲଢେଇ ଜାରି ରହିଥିବା ବେଳେ ଏବେ ଜମ୍ମୁ ଓ କଶ୍ମୀରରେ...

ଜନ ଆବ୍ରାହମଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଜନ ଆବ୍ରାହମଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌ ହୋଇଛି। କେହି ଜଣେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟକୁ ହ୍ୟାକ୍‌ କରିଦେଇଛନ୍ତି। ଏଥିସହ ଅଭିନେତାଙ୍କ ସମସ୍ତ...

ଭାରତକୁ ସହାୟତା ପାଇଁ ଆଗକୁ ଆସିଲେ ପ୍ରିୟଙ୍କା-ନିକ୍‌; ଦୂରରେ ଥାଇ ବି…

ବମ୍ବେ: ଭାରତରେ ଲଗାତାର ଭାବେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ। ତଦନୁଯାୟୀ ଡାକ୍ତରଖାନାରେ ଭେଣ୍ଟିଲେଟର, ଅକ୍ସିଜେନ ସିଲିଣ୍ଡର ଏବଂ ଔଷଧ ଆଦିର ଅଭାବ ଦେଖାଦେଇଛି।...

ରୋଜ୍‌ ଡେ’ରେ ଏହି ଅଭିନେତାଙ୍କୁ ମିଳିଲା ଗୋଲାପ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ମହିଳା ପ୍ରଶଂସକଙ୍କ ତାଲିକା କ୍ରମାଗତ ବଢ଼ିବାରେ ଲାଗିଛି। ଭାଲେଣ୍ଟାଇନ୍ସ ସପ୍ତାହର ପ୍ରଥମ ଦିନ ଅର୍ଥାତ୍‌ ରୋଜ୍‌ ଡେ’ରେ ଜଣେ ଝିଅ...

Advertisement
Archives

Model This Week