ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ: ଅସରାଏ ବର୍ଷାରେ ବେହାଲ ମୁଖ୍ୟାଳୟ ରାସ୍ତା

ଥୁଆମୂଳ ରାମପୁର,୧୧ା୬ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟ ଦେଇ ଯାଇଥିବା ରାସ୍ତା  ଅସରାଏ ବର୍ଷାରେ ବେହାଲ ହୋଇପଡିଥିଲା। ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ ଯୋଗୁ ଡ୍ରେନ୍‌ରେ ପାଣି ଯିବା ବଦଳରେ ରାସ୍ତା ଉପରେ ବର୍ଷା ଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଥିଲା। ଅସରାଏ ବର୍ଷାରେ ଯଦି ରାସ୍ତା ଅବସ୍ଥା ଏପରି ହେଉଛି ଆଗକୁ ବର୍ଷା ଦିନ ଆସୁଥିବାରୁ ସ୍ଥିତି ଗମ୍ଭୀର ହେବା ନେଇ ବୁଦ୍ଧିଜୀବୀମାନେ ଆଲୋଚନା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଠିକାସଂସ୍ଥା ବର୍ଷା ଆଗମନ ପୂର୍ବରୁ ସୁବ୍ୟବସ୍ଥା କରିବା ଜରୁରୀ ବୋଲି ଅଞ୍ଚଳବାସୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର…

ଘରେ ଥିଲାବେଳେ ଫାଟିଲା AC, ଆଉ ତାପରେ…

ବଲାଙ୍ଗୀର,୪।୬( ସୁନିଲ କୁମାର ମହାନ୍ତି): ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଳିଗଲା ଏସି ।ଏସିଟି ବ୍ଳାଷ୍ଟ ହେବା ପରେ ଉକ୍ତ ଘରେ ଥିବା ଏକ ଚାରିଚକିଆ ଗାଡି…

ଜ୍ବର ହୋଇଥିବା ବ୍ୟକ୍ତିଙ୍କୁ କ୍ୱାକର ଦେଇଦେଲେ ଭୁଲ ଇଞ୍ଜେକ୍ସନ, ଚାଲିଗଲା ଜୀବନ

ବଲାଙ୍ଗୀର,୪।୬((ସୁନିଲ କୁମାର ମହାନ୍ତି): ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଚର୍ଚ୍ଚାର ବିଷୟ ହୋଇଛି । ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଅଇଁଲାଭଟା…

ଜୟମଣି ମହାନ୍ତଙ୍କ ବାସଭବନରେ ଚଢ଼ାଉ କଲା କେନ୍ଦୁଝର ବନ ବିଭାଗ, ବେଆଇନ ଶାଳ କାଠ ନେଇ…

କେନ୍ଦୁଝର,୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ଆଜି ପାଟଣା ରେଞ୍ଜର କର୍ମଚାରୀ ଏବଂ ମୋବାଇଲ୍ ଟିମ୍ ମିଳିତ ଭାବେ ଚଢ଼ାଉ କରିଥିଲେ । ନୂଆପଡ଼ା ଗ୍ରାମର…

ସିଲ୍‌ ହୋଇଥିଲା ଅଜିତଙ୍କ କାଜୁ ଫ୍ୟାକ୍ଟ୍ରି : ୧୮ ମାସ ପରେ ହାଇକୋର୍ଟ ଦେଲେ ଏମିତି ରାୟ, ଚାହିିଁକି ରହିଗଲେ ଜିଲାପାଳ

ଗଞ୍ଜାମ,୪।୬(ବିଦ୍ୟାଧର ସାହୁ ): ପରିବେଶ ପଦୂଷଣ ନେଇ ସ୍ଥାନୀୟ କିଛି ବ୍ୟକ୍ତିଙ୍କ ଅଭିଯୋଗ କ୍ରମେ ଗଡ଼ ହୁମାଠାରେ ଥିବା ଅଜିତ ପାତ୍ରଙ୍କ କାଜୁ ଫ୍ୟାକ୍ଟ୍ରି ୨୦୨୪ରେ ଜିଲା…

ଜଙ୍ଗଲକୁ ଯାଇ ଘରକୁ ଫେରି ନ ଥିଲେ ଚାଷୀ, ଆଜି ମିଳିଲା ମୃତଦେହ

ରିଆମାଳ,୪ା୬(ବଦ୍ରୀ ନାରାୟଣ ଅଗ୍ରଓ୍ବାଲ): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚଢେଇମରା ଗ୍ରାମ ଜଙ୍ଗଲରୁ ଗୁରୁବାର ଜଣେ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଜବତ ହୋଇଛି। ମୃତବ୍ୟକ୍ତି…

ନବୀନଙ୍କୁ ବଡ଼ ଝଟକା: ଗୋଟିଏ ଦିନରେ ବିଜେଡି ଛାଡ଼ିଲେ ୩ ନେତା, ରାଜନୀତିରେ ହଇଚଇ

କଟକ,୪।୬(ଶିଳ୍ପା ପ୍ରିୟଦର୍ଶିନୀ): ୨୦୨୪ ମେ’ରୁ ୨୦୨୬ ମେ’ ମଧ୍ୟରେ ବିଜେଡିର ବହୁ ବରିଷ୍ଠ ନେତା ଦଳ ଛାଡ଼ିଛନ୍ତି। ଏଥିରେ କଟକର ବହୁ ପୁରୁଖା ନେତା ରହିଛନ୍ତି। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri