ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି କରାଯାଇଥିଲା । ।

ମଙ୍ଗଳ ଆରତୀ ପରେ ମଇଲମ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣ ଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଥିଲା । ସେପଟେ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ହେବାନେଇ ନୀତି ନିର୍ଘଣ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri