ପରଲୋକରେ ଟିସିଏସ୍‌ର ପ୍ରତିଷ୍ଠାତା ଫକୀର ଚାନ୍ଦ କୋହଲି

ନୂଆଦିଲ୍ଲୀ,୨୬।୧୧-ଭାରତର ପ୍ରମୁଖ ଆଇଟି କମ୍ପାନୀ ଟାଟା କନ୍ସଲଟାନ୍ସ ସର୍ଭିସେସ (ଟିସିଏସ)ର ପ୍ରତିଷ୍ଠାତା ଫକୀର  ଚାନ୍ଦ କୋହଲିଙ୍କର ଗୁରୁବାର ପରଲୋକ ହୋଇଯାଇଛି। ୯୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଭାରତର ସଫ୍ଟୱେର୍‌ ଇଣ୍ଡଷ୍ଟ୍ରିର ଜନକ ଭାବେ ବେଶ ଜଣାଶୁଣା। କୋହଲି MIT (Massachusetts Institute of Technology) ରୁ ମାଷ୍ଟର ଡିଗ୍ରୀ ଶେଷ କରିବା ପରେ ୧୯୫୧ରେ ଟାଟା ଇଲେକ୍ଟ୍ରିକ କୋରେ ଯୋଗ ଦେଇଥିଲେ। ଏହାପରେ ଦେଶର ପ୍ରଥମ ଲୋଡ ଡେସପାଚ୍‌ କେନ୍ଦ୍ର ପ୍ରତିଷ୍ଠା କରିଥିଲେ। ୧୯୬୯ ମସିହାରେ ଟାଟା ଇଲେକ୍ଟ୍ରିକ ମୁମ୍ବାଇ ଏବଂ ପୁଣେ ମଧ୍ୟରେ ଥିବା ବିଦ୍ୟୁତ ଲାଇନକୁ ନିୟନ୍ତ୍ରଣ କରିବା ପାଇଁ ଏକ କମ୍ପ୍ୟୁଟର ସିଷ୍ଟମ ସ୍ଥାପନ କରିବା ପରେ ଟାଟା ଗ୍ରୁପ ଡୋଏନ ଜେ.ଆର.ଡି ଟାଟା କୋହଲିଙ୍କୁ TCS ସ୍ଥାପନ କରିବାକୁ କହିଥିଲେ।
ସୂଚନାଯୋଗ୍ୟ, କୋହଲି ୧୯୨୪ ମାର୍ଚ୍ଚ ୧୯ରେ ପାକିସ୍ତାନର ପେଶଓ୍ବାରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟର ବେଲ୍‌ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୫ା୯: ମୁମ୍ବାଇସ୍ଥିତ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସ୍‌ଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ଗୁରୁବାର ସାକ୍ଷାତ କରିବା ସହ ଷ୍ଟକ୍‌...

ଓମିକ୍ରନ୍‌ ଯୋଗୁ ବେକାରୀ ହାର ୭.୯ ପ୍ରତିଶତ…

ନୂଆଦିଲ୍ଲୀ, ୩।୧ : ଦେଶରେ ବେକାରୀ ହାର ୨୦୨୧ ଡିସେମ୍ବରରେ ୭.୯ ପ୍ରତିଶତ ଛୁଇଁଛି। ଏନେଇ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନୋମି (ସିଏମଆଇଇ) ପକ୍ଷରୁ...

ଅମ୍ବାନୀ ପରିବାରର ବଡ଼ ବୋହୂ ସଙ୍ଗୀତ ସେରିମନିରେ ପିନ୍ଧିଥିଲେ ‘ଲଭ୍‌ ଷ୍ଟୋରୀ ଲେହେଙ୍ଗା’, ଜାଣନ୍ତୁ ଏହା ପଛର କାହାଣୀ…

୯ ମାାର୍ଚ୍ଚ ୨୦୧୯ରେ ଅମ୍ବାନୀ ପରିବାର ସେମାନଙ୍କ ବଡ଼ ବୋହୁ ଶ୍ଲୋକା ମେହେଟ୍ଟାଙ୍କୁ ଘରକୁ ସ୍ବାଗତ କରିଥିଲେ। ଏହି ବିବାହ ସାଧାରଣ ବିବାହ ନ ଥିଲା।...

ମୁଥୁଟ୍‌ ଗ୍ରୁପ୍‌ର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୮।୧୦:ଦେଶର ପ୍ରମୁଖ ଘରୋଇ ଆର୍ଥିକ ସଂସ୍ଥା ମୁଥୁଟ୍‌ ଫାଇନାନ୍ସର ନୂତନ କର୍ପୋରେଟ କାର୍ଯ୍ୟାଳୟ ‘ଏମ୍‌.ଜି.ଜର୍ଜ ମୁଥୁଟ୍‌ ଟାୱାର-୨’ର ଶୁଭାରମ୍ଭ ହୋଇଯାଇଛି। ସେହିଭଳି ସଂସ୍ଥାର କର୍ପୋରେଟ ସାମାଜିକ...

୨୦୧୯ରେ ନିବେଶକଙ୍କୁ ୧୧ ଲକ୍ଷ କୋଟି ଲାଭ

ନୂଆଦିଲ୍ଲୀ,୧-୧: ୨୦୧୯ରେ ପୁଞ୍ଜି ବଜାରର କାରବାର ବେଶ ଉନ୍ନତ ରହିବା ଯୋଗୁ ନିବେଶକଙ୍କୁ ୧୧ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଏହି ସମୟରେ ସେନସେକ୍ସର...

ଏମ୍‌ଏସ୍‌ଏମ୍‌ଇର ସଶକ୍ତୀକରଣ ଜରୁରୀ

ଭୁବନେଶ୍ୱର,୧୪-୭(ବ୍ୟୁରୋ): ଦେଶର ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ଅଣୁକ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଗୁଡିକ ପ୍ରମୁଖ ଅଂଶୀଦାର ହୋଇପାରିବେ। ବର୍ତ୍ତମାନ ସ୍ଥିତିରେ ଏହି ଶିଳ୍ପଗୁଡିକର ଜିଡିପିକୁ ଯୋଗଦାନ...

ନୂଆପଡ଼ାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୫।୨: ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନୂଆପଡା...

ଆମାଜନ ଗ୍ଲୋବାଲରେ ଏମ୍‌ଏସ୍‌ଏମ୍‌ଇଙ୍କ ୨ ବିଲିୟନ ଡଲାର ରପ୍ତାନି

ନୂଆଦିଲ୍ଲୀ,୨୦।୭: ପ୍ରମୁଖ ଇ-କମର୍ସ କମ୍ପାନୀର ବିଶ୍ୱ ବଜାର ବିକ୍ରି କାର୍ଯ୍ୟକ୍ରମ ଆମାଜନ ଗ୍ଲୋବାଲରେ ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକ ୨ ବିଲିୟନ ଡଲାର ସାମଗ୍ରୀ ରପ୍ତାନି କରିବାକୁ ସକ୍ଷମ...

Advertisement
Archives

Model This Week