ପିଲାଙ୍କ ଟିକା ଫାଇଜରକୁ ଅନୁମତି ଲାଗି ସୁପାରିସ୍‌

ଓ୍ବାଶିଂଟନ୍‌,୨୭ା୧୦: ଆମେରିକାର ଫୁଡ୍‌ ଆଣ୍ଡ ଡ୍ରଗ୍‌ ଆଡ୍‌ମିନିଷ୍ଟ୍ରେଶନ(ଏଫ୍‌ଡିଏ)ର ପରାମର୍ଶଦାତା କମିଟି ୫ରୁ ୧୧ ବର୍ଷ ପିଲାଙ୍କ ପାଇଁ ଫାଇଜର କୋଭିଡ୍‌ ଟିକାକୁ ଅନୁମତି ପ୍ରଦାନ ନିମନ୍ତେ ସୁପାରିସ୍‌ କରିଛି। କିଛି ଦିନ ମଧ୍ୟରେ ଏଫ୍‌ଡିଏ ଏହି ସୁପାରିସ୍‌ ଉପରେ ମୋହର ଲଗାଇପାରେ ବୋଲି ସୂଚନା ରହିଛି। ସେହିପରି ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ପରାମର୍ଶଦାତା ଗ୍ରୁପ୍‌ ଆସନ୍ତା ସପ୍ତାହରେ ନିଜର ନିଷ୍ପତ୍ତି ଜଣାଇବ। ଫାଇଜରକୁ ସ୍ବୀକୃତି ମିଳିଲେ ଆମେରିକାରେ ପ୍ରାୟ ୨.୮ କୋଟି ପିଲାଙ୍କୁ କରେନା ତଥା ଡେଲ୍‌ଟା ଭଳି ଘାତକ ଭାରିଆଣ୍ଟଠାରୁ ସୁରକ୍ଷା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୬ଶହ, ୧୭ ମୃତ୍ୟୁ

ଇସ୍‌ଲାମାବାଦ,୩୦।୩: ପାକିସ୍ତାନରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ୧୦୦ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ସେଠାରେ ଆକ୍ରାନ୍ତଙ୍କ...

ଭଗ୍ନାବଶେଷ ତଳେ ଜୀବନ

କ୍ୱିଭ୍‌, ୧୭ା୩: ଜିଦ୍‌ରେ ଅଟଳ ରୁଷିଆ ୨୧ ଦିନ ଧରି ୟୁକ୍ରେନ୍‌ରେ ଗୁଳିଗୋଳା, କ୍ଷେପଣାସ୍ତ୍ର ବର୍ଷା କରିଚାଲିଛି। ଆକ୍ରମଣରୁ ବାଦ୍‌ ପଡ଼ିନାହାନ୍ତି ସାଧାରଣ ନାଗରିକ, ସେମାନଙ୍କ...

କେଶ କାଟି ଫସିଲେ ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀ

ଜେରୁସେଲମ,୬।୧୦: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସ୍ତ୍ରୀ ସାରା ନେତାନ୍ୟାହୁ ଲକଡାଉନ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଦେଶରେ ଲକ୍‌ଡାଉନ୍‌ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ...

ବେଲାରୁସର ଏକ ଛତ୍ରବାଦୀ ଶାସକ ୨୦ ହଜାର ଶରଣାର୍ଥୀଙ୍କୁ ୟରୋପ ପଠାଇବାକୁ କରୁଛନ୍ତି ଚେଷ୍ଟା

ମିଂସ୍କା,୧୩ ।୧୧: ବେଲାରୁସ ଓ ପୋଲାଣ୍ଡ ସୀମାରେ ଏବେ ହଜାର ହଜାର ଶରଣାର୍ଥୀ ଏବଂ ପ୍ରବାସୀ ତଥା ସଶସ୍ତ୍ର ସେନା ମୁହାଁମୁହିଁ ହୋଇଛନ୍ତି । ବେଲାରୁସର...

ୟୁକ୍ରେନ୍‌ର ଆତ୍ମସମର୍ପଣରେ ରୁଷିଆ ଅଭିଯାନ ଶେଷ ହେବ: କ୍ରେମ୍‌ଲିନ୍‌

ମସ୍କୋ, ୨୯ା୬: ୟୁକ୍ରେନ୍‌ ଆତ୍ମସମର୍ପଣ କଲେ ହିଁ ସେଠାରେ ରୁଷିଅ ଚଳାଇଥିବା ଅଭିଯାନ ଶେଷ ହେବ ବୋଲି ମଙ୍ଗଳବାର କ୍ରେମଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍‌କୋଭ କହିଛନ୍ତି।...

ସଲମାନ ରଶ୍‌ଡିଙ୍କ ଉପରେ ଆକ୍ରମଣ ଘଟଣା: ନିନ୍ଦା କଲେ ଆମେରିକା ଉପରାଷ୍ଟ୍ରପତି

ଓ୍ବାଶିଂଟନ,୧୫।୮: ଲେଖକ ସଲମାନ ରଶ୍‌ଡିଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଆମେରିକା ଉପରାଷ୍ଟ୍ରପତି କମଳା ହାରିସ ଦୁଃଖ ପ୍ରକାଶ କରିଛନ୍ତି। ଲୋକମାନେ ବିନା ଭୟରେ ନିଜ...

ମୋଦି-ଗୁଟେରେସ୍‌ ଆଲୋଚନା

ବିଆରିଜ୍‌,୨୬ା୮(ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ...

ତ୍ରିଭୁବନ ବିମାନ ବନ୍ଦରରେ ଉଡ଼ାଣ ବନ୍ଦ…

କାଠମାଣ୍ଡୁ,୨୮।୧ : ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ବିମାନ ଉଡ଼ାଣ ହଠାତ ବନ୍ଦ ହୋଇଯାଇଛି। ବିମାନବନ୍ଦର ଅଧିକାରୀ କହିଛନ୍ତି ଯେ ବିମାନବନ୍ଦର ବ୍ୟବସ୍ଥାରେ କିଛି...

Advertisement
Archives

Model This Week