୧୫% ବଢ଼ିଛି ଏଫ୍‌ଡିଆଇ

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ୬ ମାସରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ୧୫% ବଢିଛି। ଏହି ଅବଧିରେ ମରିସସ୍‌ ଏଫ୍‌ଡିଆଇ ୪ର୍ଥ ସ୍ଥାନରେ ରହିଛି। ଆମେରିକା ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଟାକ୍ସ ହେଭେନ କେମେନ ଦ୍ୱୀପରୁ ଭାରତରେ ସର୍ବାଧିକ ଏଫ୍‌ଡିଆଇ ନିବେଶ ହୋଇଛି। ଶିଳ୍ପ ପ୍ରୋତ୍ସାହନ ଏବଂ ଆନ୍ତଃବାଣିଜ୍ୟ ବିଭାଗ ପକ୍ଷରୁ ପ୍ରକାଶିତ ଡାଟା ମୁତାବକ ଏପ୍ରିଲ-ସେପ୍ଟେମ୍ବରରେ ଭାରତକୁ ୩୦ ବିଲିୟନ ଡଲାରର ଏଫ୍‌ଡିଆଇ ଆସିଛି। ଏହା ଗତ ଆର୍ଥତ୍କ ବର୍ଷ ସମାନ ସମୟରେ ୨୬ ବିଲିୟନ ଡଲାର ରହିଥିଲା। ୧୦ କ୍ଷେତ୍ର ମଧ୍ୟରୁ ପ୍ରାୟ ୧୭.୫ ବିଲିୟନ ଡଲାର କମ୍ପ୍ୟୁଟର ସଫ୍ଟଓ୍ବେର ଏବଂ ହାର୍ଡଓ୍ବେର କ୍ଷେତ୍ରରେ ନିବେଶ ହୋଇଛି। ଗୁଜରାଟ ନିବେଶକଙ୍କର ପ୍ରଥମ ପସନ୍ଦ ହୋଇଥିବା ବେଳେ ମହାରାଷ୍ଟ୍ର ତୃତୀୟ ସ୍ଥାନକୁ ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ଲାଗି ବିଦେଶୀ ବିଡର ଆକୃଷ୍ଟ କରିବାକୁ ଯୋଜନା

ନୂଆଦିଲ୍ଲୀ,୨୯-୧୦: ଏୟାର ଇଣ୍ଡିଆର ଘରୋଇକରଣ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏଥିଲାଗି ବିଦେଶୀ ବିଡର ଆକୃଷ୍ଟ କରିବାକୁ ସରକାର ଯୋଜନା କରୁଛନ୍ତି। ଶିଳ୍ପ ଓ...

ଜିଏସ୍‌ଟି ପଞ୍ଜୀକରଣ ହରାଇଲେ ୧.୬ ଲକ୍ଷ ସଂସ୍ଥା

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ବ୍ୟବସ୍ଥାରେ ୧.୬ ଲକ୍ଷ ସଂସ୍ଥା ପଞ୍ଜୀକରଣ ହରାଇଛନ୍ତି। ୬ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହି ସଂସ୍ଥାଗୁଡିକ ରିଟର୍ନ...

କାରବାର ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨।୮: ରାଜ୍ୟର ବିଭିନ୍ନ ପ୍ରାନ୍ତ ଏବଂ ଉଦ୍ୟୋଗୀଙ୍କ ଦ୍ୱାରା ଉତ୍ପାଦିତ ହେଉଥିବା ବିଭିନ୍ନ ସାମଗ୍ରୀର କାରବାର ବୃଦ୍ଧି ସହିତ ଲିଙ୍କେଜ୍‌ ମାଧ୍ୟମରେ ବ୍ରିଟେନ୍‌ର ବ୍ୟବସାୟୀଙ୍କ ମଧ୍ୟରେ...

ବୃତ୍ତିକୁ ବ୍ରତ ଭାବେ ଗ୍ରହଣ କରିଛି

ଟିମ୍‌ ଆଡ୍‌ମାର୍କର ପରିକଳ୍ପନା ଓ ଏହାର ଯାତ୍ରା କିଭଳି ଜାରି ରହିଛି? ରେଭେନ୍‌ଶା ମହାବିଦ୍ୟାଳୟରୁ ବାଣିଜ୍ୟରେ ଉଚ୍ଚଶିକ୍ଷା ଶେଷକଲା ପରେ ବାପାଙ୍କ ବ୍ୟବସାୟରେ ଯୋଗଦେଇ ଦେଖାଶୁଣା...

ରିଲାଏନ୍ସ ବୋର୍ଡରେ ରହିପାରେ ସାଉଦି ଆରାମକୋ

ନୂଆଦିଲ୍ଲୀ: ରିଲାଏନ୍ସ ବୋର୍ଡରେ ସାଉଦି ଆରାମକୋର ଅଧ୍ୟକ୍ଷ ସାମିଲ ହୋଇପାରନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବଂ ସାଉଦି ଆରାମକୋ ମଧ୍ୟରେ ୧୫ ବିଲିୟନ ଡଲାରର ମେଗାଡିଲକୁ ନେଇ...

ରପ୍ତାନି ୬% ହ୍ରାସ,ବାଣିଜ୍ୟ ନିଅଣ୍ଟ କମିଲା

ନୂଆଦିଲ୍ଲୀ,୧୪-୯: ଦେଶର ରପ୍ତାନି ଅଗଷ୍ଟରେ ୬.୦୫% ହ୍ରାସ ପାଇ ୨୬.୧୩ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏହି ଅବଧିରେ ଆମଦାନୀ ବାର୍ଷିକ ଆଧାରରେ ୧୩.୪୫ ପ୍ରତିଶତ ହ୍ରାସ...

ହୋଣ୍ଡା କାର୍‌ ଦର ବଢ଼ିବ

ନୂଆଦିଲ୍ଲୀ, ୫।୭:: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ ଭାରତରେ ଏହାର ବିଭିନ୍ନ ମଡେଲ କାର ଦର ବଢାଇବାକୁ ଯାଉଛି। କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ଏ...

କଲ୍ୟାଣକାରୀ ଯୋଜନାର ଆବଶ୍ୟକତା ପୂରଣ ପାଇଁ ଭାରତ ପାଖରେ ରହିଛି ପ୍ରର୍ଯ୍ୟାପ୍ତ ଖାଦ୍ୟ ଭଣ୍ଡାର…

ନୂଆଦିଲ୍ଲୀ,୧୭।୧୨ : ଦେଶର ଜନସାଧାରଣଙ୍କର ଆବଶ୍ୟକତା ପୂରଣ ପାଇଁ ଜାରି ରହିଥିବା କଲ୍ୟାଣକାରୀ ଯୋଜନା ଲାଗି ଭାରତ ପାଖରେ ପ୍ରର୍ଯ୍ୟାପ୍ତ ଖାଦ୍ୟ ଭଣ୍ଡାର ରହିଛି ରହିଛି...

Advertisement
Archives

Model This Week