ବଢ଼ୁଛି ଭୟ: ପୁଣି ଜଣେ ମହାରଣା, ଭୋଇ ସେବକ କରୋନା ପଜିଟିଭ୍‌

ପୁରୀ ଅଫିସ,୨୨।୫: ପୁରୀରେ ଶନିବାର ପୁଣି ମହାରଣା ଓ ଜଣେ ଭୋଇ ସେବକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ରଥକାମ କରୁ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ୨୦ ଜଣ ମହାରଣା ଓ ଭୋଇ ସେବକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ୧୦ ଜଣଙ୍କ ମଧ୍ୟରୁ (୯ ଜଣ ମହାରଣା ଓ ଜଣେ ଭୋଇ ସେବକ) ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଦିନ ୮ ଜଣ ମଧ୍ୟରୁ (୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ) ପଜିଟିଭ ଚିହ୍ନଟ ହୋଇଥିଲେ। ଅନ୍ୟପକ୍ଷରେ ରଥଖଳାରୁ କରୋନା ସଂକ୍ରମିତ ଚିହ୍ନଟ ପରେ ଏହାକୁ ବାୟୋ ବବଲ ସୁରକ୍ଷା ବଳୟ ଭିତରେ ରଖାଯାଇଛି। ରଥ ନିର୍ମାଣରେ ନିୟୋଜିତ ସେବାୟତଙ୍କ ବ୍ୟତୀତ ଆଉ କେହି ରଥଖଳା ମଧ୍ୟକୁ ଯାଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡିହ ମିଲିଛେ, ଘରଖଁଡ଼େ ଆଶ୍‌ରେ ୧୯ ବଛର

କେସିଙ୍ଗା, ୩୦।୬ (ଡି.ଏନ୍‌.ଏ): ଆମର ବିଧି ବେବସ୍‌ତା ଭାରି ଅଜବ୍‌। ସତେ ଯେନ୍‌ତା ଇଠାନେ ଭୁଲଭଟକାର ଲାଗି କେହି ଦାୟୀ ନୁହଁନ୍‌। କେନ୍‌ଠାନେ ଲୋକ୍‌ ନିଏ...

ଚଣ୍ଡିମାତା ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ

ଖଇରା, ୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଚଣ୍ଡିମାତା ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସରେ ବିଭିନ୍ନ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଡହଡହ ଖରାରେ ମାନବିକତା ଦେଖାଇଲେ ଟ୍ରାଫିକ କର୍ମଚାରୀ

ବଲାଙ୍ଗୀର ଅଫିସ,୨।୫: ମୁଣ୍ଡଫଟା ଖରା ଯୋଗୁ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏଭଳି ସ୍ଥିତିରେ ଲୋକେ ଜରୁରୀ କାମ ପଡ଼ିଲେ ବାଧ୍ୟହୋଇ ଘରୁ ବାହାରୁଛନ୍ତି।...

ଗାଡ଼ି ଧକ୍କାରେ ମେଡିକାଲ ଛାତ୍ର ଗୁରୁତର : ଚାଳକଙ୍କ ନାମରେ ମାମଲା ରୁଜୁ

ବନ୍ତ,୧୬।୬(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ବାଇକ୍‌ରେ ଆସୁଥିବା ଜଣେ ମେଡିକାଲ ଛାତ୍ରଙ୍କୁ ଏକ ଟାଟା...

ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତି ସଞ୍ଜୟ ସାହୁଙ୍କ ମୃତଦେହ ଶନିବାର ପୋଲିସ ତଡୁଆ ବାହାଳି ଜଙ୍ଗଲରୁ ଉଦ୍ଧାର କରିଛି। ପ୍ରକାଶ...

୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ ତାପମାତ୍ରା କମ୍‌ ରହିଛି। ଶନିବାର ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ...

ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ।...

Advertisement
Archives

Model This Week