ବଢ଼ୁଛି ଭୟ: ପୁଣି ଜଣେ ମହାରଣା, ଭୋଇ ସେବକ କରୋନା ପଜିଟିଭ୍‌

ପୁରୀ ଅଫିସ,୨୨।୫: ପୁରୀରେ ଶନିବାର ପୁଣି ମହାରଣା ଓ ଜଣେ ଭୋଇ ସେବକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ରଥକାମ କରୁ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ୨୦ ଜଣ ମହାରଣା ଓ ଭୋଇ ସେବକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ୧୦ ଜଣଙ୍କ ମଧ୍ୟରୁ (୯ ଜଣ ମହାରଣା ଓ ଜଣେ ଭୋଇ ସେବକ) ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଦିନ ୮ ଜଣ ମଧ୍ୟରୁ (୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ) ପଜିଟିଭ ଚିହ୍ନଟ ହୋଇଥିଲେ। ଅନ୍ୟପକ୍ଷରେ ରଥଖଳାରୁ କରୋନା ସଂକ୍ରମିତ ଚିହ୍ନଟ ପରେ ଏହାକୁ ବାୟୋ ବବଲ ସୁରକ୍ଷା ବଳୟ ଭିତରେ ରଖାଯାଇଛି। ରଥ ନିର୍ମାଣରେ ନିୟୋଜିତ ସେବାୟତଙ୍କ ବ୍ୟତୀତ ଆଉ କେହି ରଥଖଳା ମଧ୍ୟକୁ ଯାଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୯୨ଗାଡିରୁ ୧.୨ ଲକ୍ଷ ଟଙ୍କା ଜରିମାନା ଆଦାୟ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ଘରୁ ବାହାରିଲେ ମାସ୍କ ବ୍ୟବହାର କରିବା ପାଇଁ କଡ଼ା ନିର୍ଦ୍ଦେଶ...

ଖୋଲା ଆକାଶ ତଳେ ଶୋଇପାରିବେନି ପିଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରାଜ୍ୟର ଅଧିକାଂଶ ସହରାଞ୍ଚଳରେ ପିଲାମାନେ ନିଜ ବାସହୀନ ପରିବାରଙ୍କ ସହ ଖୋଲା ଆକାଶ ତଳେ ରହୁଛନ୍ତି। ଶୀତ ଦିନରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆସିବା...

ମର୍ନିଂଓ୍ବାକ୍‌ ବେଳେ ମହିଳାଙ୍କୁ କମେଣ୍ଟ ମାରି ଯୁବକ ଗିରଫ

ଛତ୍ରପୁର,୨୬।୩: ମହିଳାଙ୍କୁ କମେଣ୍ଟ ମାରିବା ଅଭିଯୋଗରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ମହିଳା ଜଣକ ମର୍ନିଂଓ୍ବାକ କରିବା ପାଇଁ ଆସୁଥିବା ବେଳେ...

୩ ଅଧିକାରୀଙ୍କୁ କୋଭିଡ ଦାୟିତ୍ୱ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୩ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ କୋଭିଡ ଦାୟିତ୍ୱ ପ୍ରଦାନ କରିଛନ୍ତି। ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ କଲ୍ୟାଣ...

ହଜିଥିବା ଅର୍ଥ ଫେରିପାଇଲେ ଯୁବକ

ଆରଡି, ୧୦ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଧୁଷୁରୀ ଥାନା ଅନ୍ତର୍ଗତ ପାୟାସାହି ଗ୍ରାମର ରାଜେଶ ଖାଁ ଏକ ଘରୋଇ ବ୍ୟାଙ୍କରୁ ୨୫ ହଜାର ଟଙ୍କା ଉଠାଇ ନିଜ ଘରକୁ...

ଧରାପଡ଼ିଲା ସେକ୍ସ ର଼୍ୟାକେଟ୍‌ କିଙ୍ଗ୍‌ପିନ

କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା...

ଭିଜିଲାନ୍ସ ହାତରେ ଢିପିସାହି ସମବାୟ ସମିତି ସମ୍ପାଦକ

ନୟାଗଡ ଅଫିସ,୨୮।୫-ବିହନ ଦେବା ପାଇଁ ଜଣେ ଚାଷୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ନୟାଗଡ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢିପିସାହି ସମବାୟ ସମିତି...

ଆଜି ଚନ୍ଦ୍ରଭାଗାରେ ମାଘମେଳା

କୋଣାର୍କ, ୧୯ା୨(ଡି.ଏନ.ଏ):ଚନ୍ଦ୍ରଭାଗାରେ ଏଥର କୋଭିଡ୍‌ କଟକଣାରେ ମାଘମେଳା ହେବ। ଶ୍ରଦ୍ଧାଳୁଙ୍କ ବୁଡ଼ ପକାଇବା ଉପରେ ପ୍ରଶାସନ କଟକଣା ଜାରି କରିଥିବାବେଳେ କେବଳ ୫୦୦ ଜଣଙ୍କୁ ନୀତି...

Advertisement


Archives

Model This Week

Why Dharitri