ବଢ଼ୁଛି ଭୟ : ବରଗଡ଼ରେ ବ୍ୟାପୁଛି ସ୍କ୍ରବ ଟାଇଫସ୍‌

ବରଗଡ଼,୧୧।୯(ପ୍ରେମାନନ୍ଦ ଖମାରୀ): ବରଗଡରେ ସ୍କ୍ରବ ଟାଇଫସ୍‌ ରୋଗ ବ୍ୟାପୁଛି। ସୋମବାର ସୁଦ୍ଧା ଜିଲାରେ ୩ଜଣ ସେଥିରେ ଆକ୍ରାନ୍ତ ହୋଇଛନ୍ତି ଏବଂ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଡିପିଏସଓ) ଡା. ସୁଶାନ୍ତ କର କହିଛନ୍ତି। ଅନ୍ୟପଟେ ଅମ୍ବାଭୋନା ବ୍ଲକ ବୁଙ୍ଗାପାଲି ଗ୍ରାମର ଜଣେ ଆକ୍ରାନ୍ତଙ୍କ ସ୍କ୍ରବ ଟାଇଫସ୍‌ରେ ମୃତ୍ୟୁ ହୋଇଥିବା ନେଇ ବେସରକାରୀଭାବେ ସୂଚନା ମିଳିଛି। ତେବେ ଏ ସମ୍ପର୍କରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. କରଙ୍କୁ ପଚାରିବାରୁ ସେ ସମ୍ପର୍କରେ ତାଙ୍କ ପାଖରେ ସୂଚନା ନ ଥିବା ସେ କହିଛନ୍ତି। ଜିଲାରେ ଯେଉଁ ୩ଜଣ ରୋଗୀ ଚିହ୍ନଟ ହୋଇଛନ୍ତି, ଜିଲା ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା ବୋଲି ଡା. କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?