Posted inଜାତୀୟ

ରାଫାଲକୁ ଚଢ଼େଇ ଭୟ !

ଅମ୍ବାଲା, ୨।୯: ଶତ୍ରୁ ପକ୍ଷଙ୍କର ଧ୍ୱଂସ କରିବାକୁ ସକ୍ଷମ ଥିବା ଯୁଦ୍ଧ ବିମାନ ରାଫାଲ ପାଇଁ ଚଢ଼େଇ ଏବେ ବିପଦ ପାଲଟିଛନ୍ତି। ହରିୟାଣାର ଅମ୍ବାଲା ଏୟାରବେସ୍‌ରେ ଥିବା ରାଫାଲର ସୁରକ୍ଷା ଲାଗି ଏଠାରେ ପାରା ଅବା ଅନ୍ୟ ଚଢ଼େଇ ପାଳନ କରୁଥିବା ମାଲିକଙ୍କୁ ନୋଟିସ୍‌ ଜାରି କରିବା ପାଇଁ ଏୟାର ମାର୍ଶଲ ମାନବେନ୍ଦ୍ର ସିଂ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ପାଖକୁ ଚିଠି ଲେଖିଛନ୍ତି। ଆଇନର ଅବମାନନା କରୁଥିବା ମାଲିକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି। କିଛି ଦିନ ତଳେ ବାୟୁସେନା ଅଧିକାରୀଙ୍କୁ ରାଫାଲର ଉଡ଼ାଣ ନେଇ ଧମକପୂର୍ଣ୍ଣ ଚିଠି ମିଳିଥିଲା। ତେଣୁ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri