Posted inଜାତୀୟ

ରାଫାଲକୁ ଚଢ଼େଇ ଭୟ !

ଅମ୍ବାଲା, ୨।୯: ଶତ୍ରୁ ପକ୍ଷଙ୍କର ଧ୍ୱଂସ କରିବାକୁ ସକ୍ଷମ ଥିବା ଯୁଦ୍ଧ ବିମାନ ରାଫାଲ ପାଇଁ ଚଢ଼େଇ ଏବେ ବିପଦ ପାଲଟିଛନ୍ତି। ହରିୟାଣାର ଅମ୍ବାଲା ଏୟାରବେସ୍‌ରେ ଥିବା ରାଫାଲର ସୁରକ୍ଷା ଲାଗି ଏଠାରେ ପାରା ଅବା ଅନ୍ୟ ଚଢ଼େଇ ପାଳନ କରୁଥିବା ମାଲିକଙ୍କୁ ନୋଟିସ୍‌ ଜାରି କରିବା ପାଇଁ ଏୟାର ମାର୍ଶଲ ମାନବେନ୍ଦ୍ର ସିଂ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ପାଖକୁ ଚିଠି ଲେଖିଛନ୍ତି। ଆଇନର ଅବମାନନା କରୁଥିବା ମାଲିକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି। କିଛି ଦିନ ତଳେ ବାୟୁସେନା ଅଧିକାରୀଙ୍କୁ ରାଫାଲର ଉଡ଼ାଣ ନେଇ ଧମକପୂର୍ଣ୍ଣ ଚିଠି ମିଳିଥିଲା। ତେଣୁ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମିତ ବ୍ୟବହାର ପରିପାରିବେ ନାହିଁ ମୋବାଇଲ୍‌ ଫୋନ

ଲକ୍ଷ୍ନୌ,୨୪।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କୁ ମୋବାଇଲ ବ୍ୟବହାର କରିବାକୁ ମନା କରାଯିବା ପରେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ସମାଜବାଦୀ ପାର୍ଟି ମୁଖ୍ୟ...

ବଢିପାରେ କ୍ୟାପଟେନ ଅମରିନ୍ଦର ସିଂଙ୍କ ଅଡୁଆ

ଚଣ୍ଡିଗଡ଼,୧୮ ।୯: ପଞ୍ଜାବ କଂଗ୍ରେସ ପାଇଁ ଶନିବାର ବଡ ଦିନ ବୋଲି କୁହାଯାଉଛି । କାରଣ ଶନିବାର ଏଆଇସିସି ସନ୍ଧ୍ୟା ୫ଟାରେ ବିଧାୟକ ଦଳର ବୈଠକ...

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି...

୭ ହଜାର କୋଟିର ବ୍ୟାଙ୍କ ଠକେଇ: ୧୫ ରାଜ୍ୟର ୧୮୭ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୫।୧୧: ବ୍ୟାଙ୍କରେ ହୋଇଥିବା ୭ ହଜାର କୋଟି ଟଙ୍କାର ଠକେଇ ପାଇଁ ସିବିଆଇ ପକ୍ଷରୁ ୧୫ ରାଜ୍ୟର ୧୮୭ ସ୍ଥାନରେ ଚଢ଼ାଉ କରାଯାଇଛି। ବ୍ୟାଙ୍କ ଦୁର୍ନୀତି...

କଂଗ୍ରେସରେ ନେତୃତ୍ୱ ସଙ୍କଟ ନାହିଁ: ଆନନ୍ଦ ଶର୍ମା

ନୂଆଦିଲ୍ଲୀ,୨୨ା୨(ପି.ଟି.): ଦେଶର ସର୍ବପୁରାତନ ରାଜନୈତିକ ଦଳ କଂଗ୍ରେସରେ ନେତୃତ୍ୱ ସଙ୍କଟ ନାହିଁ। ଏହାର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ସଂଗଠନ କଂଗ୍ରେସ କାର୍ଯ୍ୟକାରୀ କମିଟି ସୋନିଆ ଗାନ୍ଧୀଙ୍କୁ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ଗିରଫ

ଲକ୍ଷ୍ନୌ,୧୨ା୧୦(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣରେ ସମ୍ପୃକ୍ତି ଅଭିଯୋଗରେ ଉତ୍ତରପ୍ରଦେଶ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଉମେଦ୍‌ ଅଲି, ସଞ୍ଜୟ ଅଗ୍ରଓ୍ବାଲ, ସମୀର...

ଯଦି କିଙ୍ଗ୍‌ ହୁଅନ୍ତି କିଙ୍ଗ୍‌ ମେକର, ସଫଳ ହେବା କଷ୍ଟକର…

ମୁମ୍ବାଇ, ୨୩।୬ : ଭାରତୀୟ ରାଜନୀତିରେ କିଙ୍ଗ୍‌ ଏବଂ କିଙ୍ଗ୍‌ ମେକରଙ୍କର ଲମ୍ବା କାହାଣୀ ଅଛି। ଅନେକ ମହାନ ବ୍ୟକ୍ତିତ୍ୱ କିଙ୍ଗ୍‌ ମେକର ଥିଲେ, କିନ୍ତୁ...

ଅଯୋଧ୍ୟା ପୂଜକ, ୧୫ ପୋଲିସଙ୍କୁ କରୋନା

ଅଯୋଧ୍ୟା,୩୧ା୭:ବହୁ ପ୍ରତୀକ୍ଷିତ ରାମମନ୍ଦିର ଭୂମିପୂଜା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ପର୍ବ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ରେ ସେଠାକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏଭଳି...

Advertisement
Archives

Model This Week