୬ ବର୍ଷ ପରେ ବଡ଼ବିଲରେ ପୁଣି ଡେଙ୍ଗୁ ଭୟ

ବଡ଼ବିଲ,୨୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ୬ ବର୍ଷ ପରେ ପୁଣି ଥରେ ଡେଙ୍ଗୁ ଭୟ ଦେଖାଦେଇଛି। ବଡ଼ବିଲ ପୌରାଞ୍ଚଳ ଓ ଆଖପାଖ ପଞ୍ଚାୟତରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଖବର ବ୍ୟାପିବାରେ ଲାଗିଛି। ତେବେ ଏ ନେଇ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦାୟିତ୍ୱରେ ଥିବା ଡାକ୍ତର ସୌଭାଗ୍ୟ ରଶ୍ମି ରଞ୍ଜନ ସାମଲ ଏହାକୁ ଖଣ୍ଡନ କରି କହିଛନ୍ତି ଯେ, ଡେଙ୍ଗୁ ରୋଗୀ ଚିହ୍ନଟ ନେଇ କୌଣସି ତଥ୍ୟ ନାହିଁ।

ସୂଚନା ଥାଉକି,୨୦୧୫ରେ ଡେଙ୍ଗୁ ରୋଗରେ ବଡ଼ବିଲ ତଥା କେନ୍ଦୁଝର ଜିଲାରେ ଅନେକ ମୃତ୍ୟୁମୁଖରେ ପଡ଼ିଥିଲେ। ଏଣୁ ବେଳହୁଁ ସ୍ବାସ୍ଥ୍ୟ ବିଭାଗ ସଚେତନ ହେବା ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri