ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଆତଙ୍କିତ

ପାଟଣା,୨।୬ (ସ୍ବ.ପ୍ର.)-: କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ରୁ ଏକ ଗୋଠଛଡ଼ା ଦନ୍ତା ପାଟଣା ରେଞ୍ଜ୍‌କୁ ଆସି ଆତଙ୍କ ଖେଳାଇଛି। ଏହି ଦନ୍ତା ହାତୀ ପାଟଣା ରେଞ୍ଜ୍‌ର ବାରିଗାଁ, ଖମୁଆଁ ଓ ରାମଚନ୍ଦ୍ରପୁର ଅଞ୍ଚଳରେ ଘୂରି ବୁଲିବା ପରେ ଗୁରୁବାର ସକାଳୁ ସାହାରପଡ଼ା ସେକ୍ସନ ଉଦୟପୁର ବିଟ୍‌ ଶିଲିପଦା ଜଟିଆ ହୁଡ଼ିରେ ଡେରା ପକାଇଛି। ହାତୀଟି ଶିଲିପଦା ଗାଁ ନିକଟରେ ଘୂରି ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ପାରାଷ୍ଟାଫ ସହାୟତାରେ ହାତୀର ଗତିବିଧି ଉପରେ ନଜର ରଖିଥିବା ସାହାରପଡା ବନପାଳ ଭୂପତି ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri