Advertisement

ହାରିବା ଭୟ ଘାରିଲାଣି: ବିଜେଡି

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ରାଜ୍ୟ ଭାଜପା ନେତାଙ୍କ ମୁଣ୍ଡ ଆଉ କାମ କରୁନାହିଁ। ସେମାନେ ଔଷଧ ବିକଳରେ ତାଟିଆ କାମୁଡ଼ିଲା ପରି ହେଉଛନ୍ତି। ଜଣେ ମହିଳାଙ୍କ ମୁହଁ ଢାଙ୍କି ଟଙ୍କା ବଣ୍ଟା କରାଇବାର ଭିଡିଓ ଛାଡ଼ି ଏସ୍‌ଏଚ୍‌ଜି ମହିଳାଙ୍କୁ ବଦନାମ କରିବାକୁ ଭାଜପା ଯେଉଁ କୁତ୍ସିତ ଚାଲ ଖେଳିଥିଲା ତାହା ବିଫଳ ହୋଇଯିବା ପରେ ଏବେ ସୋସିଆଲ ମିଡିଆରେ ଏକ ମିଥ୍ୟା ଅଡିଓ ଛାଡ଼ିଛି। ବିଜେଡି ପକ୍ଷରୁ ଏହାକୁ ତୀବ୍ର ନିନ୍ଦା କରାଯିବା ସହ ‘ଚୋରି କରି ସିନା ଜୋରି’ ଦେଖାଇବା ଭାଜପାର ପୁରୁଣା ଅଭ୍ୟାସ ବୋଲି କୁହାଯାଇଛି। ବିଜେଡି ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ କହିଛି, ଉପନିର୍ବାଚନ ଯେତେ ପାଖେଇ ଆସୁଛି ଭାଜପା ଶିବିର ସେତେ ହତୋତ୍ସାହିତ ହେବାରେ ଲାଗିଛି। ରାଜ୍ୟ ଭାଜପା ନେତୃବୃନ୍ଦ ପୁଣିଥରେ ସୋସିଆଲ ମିଡିଆରେ ନିଜ ହାତ ତିଆରି ଏକ ଅଡିଓ ଛାଡ଼ି ବିଜେଡି ବିରୋଧରେ ସାଇବର ଥାନାରେ ହାସ୍ୟାସ୍ପଦ ଅଭିଯୋଗ ଆଣିଛନ୍ତି ବୋଲି ବିଜେଡି ନେତା ଲେନିନ୍‌ ମହାନ୍ତି କହିଛନ୍ତି। ଯଦି ସତସାହସ ଅଛି ତେବେ ଭାଜପା ନେତାମାନେ ଏଥିରେ ବିଜେଡିର କଥିତ ସମ୍ପୃକ୍ତି ନେଇ ପ୍ରମାଣ ଦିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ

ବାରିପଦା ଅଫିସ, ୩୦ା୭-ଶିମିଳିପାଳରୁ ବାହାରିଥିବା ବୁଢ଼ାବଳଙ୍ଗ ନଦୀ ମୟୂରଭଞ୍ଜ ଜିଲା ସଦର ମହକୁମା ଦେଇ ପ୍ରବାହିତ ହେଉଛି। ଏହି ନଦୀ ଅବବାହିକାରେ ଅବସ୍ଥିତ ଅନେକ ଗଁାଗଣ୍ଡା...

ନନ୍ଦନକାନନରେ କଲରାପତରିଆ ବାଘ ‘ସୂରଜ’ର ମୃତ୍ୟୁ, ଆସିଲେ ୬ ନୂଆ ଅତିଥି

ବାରଙ୍ଗ,୧୮।୩(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ କଲରାପତରିଆ ବାଘ ସୂରଜର ଗତକାଲି ରାତିରେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୧୬ବର୍ଷ ହୋଇଥିଲା । ଦେଢମାସ ହେବ ସେ...

୧୬୩ ଜୋନ୍‌ରେ ଚାଲିଛି ମତଦାନ

ଭୁବନେଶ୍ୱର,୨୨ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲାର ୬୪ ବ୍ଲକ ୧୬୩ ଜିଲା...

ବାହାର ପଟୁ ତାଲା ମାରି ନିଆଁ ଲଗାଇଦେଲେ: ଗୋଟିଏ ପରିବାରର ୫ ଗୁରୁତର

କେନ୍ଦ୍ରାପଡା ଅଫିସ/ ମାର୍ଶାଘାଇ (ଡି.ଏନ୍‌.ଏ.), ୩୧ା୭- କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଦୁମୁକା ପଞ୍ଚାୟତ ଗିରଙ୍ଗ ଗ୍ରାମରେ ଶୁକ୍ରବାର ଭୋର ସମୟରେ ଏକ ଅଗ୍ନିକାଣ୍ଡ ଘଟିଯାଇଛି।...

ମାର୍କେଟ ବିଲ୍ଡିଂରେ ୩୧ ଦୋକାନ ସିଲ୍‌

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ମାର୍କେଟ ବିଲ୍ଡିଂର ୩୧ ଦୋକାନକୁ ସିଲ୍‌ କରାଯାଇଛି। ସାଢ଼େ ୩ କୋଟି ଟଙ୍କା ଘରଭଡ଼ା ବକେୟା ପୈଠ କରି ନ ଥିବାରୁ ରାଜଧାନୀ ପୂଜା...

ମୋରଡ଼ା-ବାଘଡ଼ା ରାସ୍ତାରୁ ମିଳିଲା ହାତୀ ଦାନ୍ତ

ଚିତ୍ରଡ଼ା,୨୯ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା-ବାଘଡ଼ା ରାସ୍ତାରୁ ରବିବାର ବନବିଭାଗ ଦୁଇଟି ଭଙ୍ଗା ହାତୀ ଦାନ୍ତ ଉଦ୍ଧାର କରିଛି। ଶୁକ୍ରବାର ରାତିରେ ୪୩...

ଅନାଥ ଭଉଣୀଭାଇଙ୍କ ଦାୟିତ୍ୱ ନେଲା ପ୍ରଶାସନ

ବିଶୋଇ, ୧୯।୭ (ଡି.ଏନ.ଏ) ମେଡିକାଲରେ ପହଞ୍ଚିବାରେ ବିଳମ୍ବ କାରଣରୁ ଜଣେ ମହିଳାଙ୍କ ମୃତ୍ୟୁ ହେବା ଘଟଣା ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ମୟୂରଭଞ୍ଜ ଜିଲା ପ୍ରଶାସନ...

ସୁପ୍ରିମକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୨୮ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର...

Advertisement
Archives

Model This Week