ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହେଲା ବର୍ଷେ, ଆଗକୁ ଏହା ହୋଇପାରେ ଆହୁରି ବିନାଶକାରୀ

ମସ୍କୋ/କ୍ୱିଭ,୨୪ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଶୁକ୍ରବାର ବର୍ଷେ ପୂରଣ ହୋଇଛି । ଫେବୃୟାରୀ ୨୪, ୨୦୨୨ରେ ରୁଷିଆ ୟକ୍ରେନ୍ ଉପରେ ଆକ୍ରମଣ କରିଥିବା ବେଳେ ସାରା ବିଶ୍ୱ ଏହାକୁ ନେଇ ଚିନ୍ତାରେ ପଡିଯାଇଥିଲା । ଏହାରି ଭିତରେ ବର୍ଷେ ପୂରଣ ହୋଇଯାଇଥିଲେ ବି ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ କମ ହୋଇନାହିଁ କି ୟୁକ୍ରେନ୍ ବି ପଛଘୁଞ୍ଚା ଦେଇନାହିଁ । ଏହାକୁ ନେଇ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି ଅନାୟାସରେ ୟୁକ୍ରେନ୍ ଉପରେ ରୁଷିଆ କରିଥିବା ଯୁଦ୍ଧକୁ ନେଇ ରୁଷିଆକୁ ଦୋଷୀ କରିଛନ୍ତି ।
ବର୍ଷେ ପରେ ଜେଏନସ୍କିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି କି ଯୁଦ୍ଧ ଆହୁରି ବିନାଶକାରୀ ହୋଇପାରେ ଓ ୟୁକ୍ରେନ୍ ସେନା ଏହାର ମୁକାବିଲା କରିବାକୁ ପ୍ରସ୍ତୁତ । ଅନ୍ୟପଟେ ରୁଷିଆ ଦୋନବାସର ପୂର୍ବ ଔଦ୍ଦ୍ୟୋଗକି କ୍ଷେତ୍ରରେ ସମସ୍ତ ଅଞ୍ଚଳକୁ କବଜା କରିବାକୁ ନିଜର ଅଭିଯାନକୁ ଆହୁରି ବଢାଇ ଦେଇଛି ଓ ଗୁଳିବର୍ଷଣ କରି ଚାଲିଛି । ବିଶେଷଜ୍ଞମାନେ ଅନୁମାନ କରିଛନ୍ତି କି ଏହି ଯୁଦ୍ଧ ଆହୁରି ବର୍ଷେ ପର୍ଯ୍ୟନ୍ତ ଚାଲିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

ଖୋଲିବ ହର୍ମୁଜ! ଇରାନ ରଖିଲା ଲମ୍ବା ସର୍ତ୍ତ, ରାଜି ହେଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ, ୭।୪: ଇରାନ ଏକ ଅସ୍ତ୍ରବିରତି ପ୍ରସ୍ତାବକୁ ଆନୁଷ୍ଠାନିକ ଭାବରେ ସୋମବାର ପ୍ରତ୍ୟାଖ୍ୟାନ କଲା ଏବଂ ଏହା ବଦଳରେ ଯୁଦ୍ଧ ଶେଷ କରିବା ପାଇଁ ଏକ ୧୦-ସୂତ୍ରୀ…

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri