ନ୍ୟୁୟର୍କ ସମୁଦ୍ର ତଟରେ ସାର୍କ ଆତଙ୍କ

ନ୍ୟୁୟର୍କ,୯।୭: ନ୍ୟୁୟର୍କ ସମୁଦ୍ର କୂଳରେ ସାର୍କ ଆତଙ୍କ ବୃଦ୍ଧି ପାଇଛି। ଗତ କିଛି ଦିନ ମଧ୍ୟରେ ଲଙ୍ଗ ଦ୍ୱୀପ ଉପକୂଳରେ ସାର୍କ ଆକ୍ରମଣରେ ଅନେକ ଲୋକ ଶିକାର ହୋଇଛନ୍ତି।ସାର୍କ ଆତଙ୍କ ବୃଦ୍ଧି ପାଉଥିବାରୁ ନ୍ୟୁୟର୍କ ସରକାର ସମୁଦ୍ର କୂଳରେ ସାର୍କ ଉପରେ ନଜର ରଖିବା ପାଇଁ ଆଧୁନିକ ଡ୍ରୋନ ବ୍ୟବହାର କରିଛନ୍ତି।

ସୂଚନାଯୋଗ୍ୟ, ଦୁଇ ଦିନ ମଧ୍ୟରେ ସାର୍କ ଆକ୍ରମଣର ୫ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଚାରିଆଡେ ଆତଙ୍କ ଖେଳି ଯାଇଛି। ଏଭଳି ପରିସ୍ଥିତିରେ ସାର୍କଙ୍କୁ ଟ୍ରାକ କରିବା ପାଇଁ ସ୍ବତନ୍ତ୍ର ଡ୍ରୋନ କ୍ୟାମେରା ବ୍ୟବହାର କରାଯାଇଛି।

ଡ୍ରୋନ ଫୁଟେଜ୍‌ରେ ଏପର୍ଯ୍ୟନ୍ତ ସମୁଦ୍ର କୂଳରେ ପ୍ରାୟ ୫୦ଟି ସାର୍କକୁ ଚିହ୍ନଟ କରାଯାଇଛି। ସମୁଦ୍ର କୂଳକୁ ଯାଉଥିବା ଲୋକଙ୍କୁ କୂଳ ନିକଟରେ ରହିବାକୁ ଅଧିକାରୀମାନେ ପରାମର୍ଶ ଦେଇଛନ୍ତି। ଲଙ୍ଗ ଦ୍ୱୀପର ଆଞ୍ଚଳିକ ନିର୍ଦ୍ଦେଶକ ଜର୍ଜ ଗୋରମାନ କହିଛନ୍ତି ଯେ, ସନ୍ତରଣକାରୀ ଏବଂ ସମୁଦ୍ରକୂଳ ଯାତ୍ରୀମାନେ ସୁରକ୍ଷିତ ରଖିବା ପାଇଁ ଆମେ ଚେଷ୍ଟା କରୁଛୁ। ସୁଫଫ କାଉଣ୍ଟି ପୋଲିସ କମିଶନର ରୋଡନି ହାରିସନ କହିଛନ୍ତି, ଗତ ବର୍ଷ ଆମର ୬ ଜଣ ସନ୍ତରଣକାରୀଙ୍କୁ ସାର୍କ ଆକ୍ରମଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?