Posted inଜାତୀୟ

ଉତ୍ତେଜନା ଆଶଙ୍କା: ମହାରାଷ୍ଟ୍ରର ଦୁଇ ମନ୍ତ୍ରୀଙ୍କ ବେଲଗାଭି ଗସ୍ତ ବାତିଲ…

ମୁମ୍ବାଇ,୬।୧୨: କର୍ନାଟକ ସହିତ ବଢୁଥିବା ସୀମା ବିବାଦ ମଧ୍ୟରେ ମହାରାଷ୍ଟ୍ରର ଦୁଇଜଣ ମନ୍ତ୍ରୀ ବେଲଗାଭି ଗସ୍ତକୁ ବାତିଲ କରିଛନ୍ତି। ଉତ୍ତୋଜନାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମନ୍ତ୍ରୀମାନେ ବେଲାଗାଭି ଯାତ୍ରା ସ୍ଥଗିତ ରଖିଛନ୍ତି।
ସୀମା ବିବାଦରେ ସମନ୍ବୟ ରକ୍ଷା ପାଇଁ ଗଠିତ ମହାରାଷ୍ଟ୍ର କମିଟିର ଦୁଇଜଣ ମନ୍ତ୍ରୀ ସେମାନଙ୍କ ବେଲଗାଭି ଯାତ୍ରାକୁ ମଙ୍ଗଳବାର ସ୍ଥଗିତ ରଖିଥିବା ଖବର ମଧ୍ୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ବୋମ୍ମାଇଙ୍କ ବିବୃତ୍ତି ଆସିଛି।

ମହାରାଷ୍ଟ୍ର ମନ୍ତ୍ରୀ ଶମ୍ଭୁରାଜ ଦେଶାଇ ମନ୍ତ୍ରୀ ଚନ୍ଦ୍ରକାନ୍ତ ପାଟିଲ କର୍ନାଟକ ସରକାରଙ୍କ ଅନୁରୋଧ କ୍ରମେ ତାଙ୍କ ଗସ୍ତ ବାତିଲ କରାଯାଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ପରେ ଏହି ଯାତ୍ରା କରାଯିବ ବୋଲି ସେମାନେ ସ୍ପଷ୍ଟ କରିଛନ୍ତି। କର୍ନାଟକ ସରକାର ଆଇନ ଶୃଙ୍ଖଳା ପରିସ୍ଥିତି ଦର୍ଶାଇ ଏହି ଯାତ୍ରାକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲେ। ଉଭୟ ମନ୍ତ୍ରୀ ମହାରାଷ୍ଟ୍ର ଏକୀକରଣ କମିଟିର କର୍ମୀଙ୍କୁ ଭେଟି ଦଶନ୍ଧି ଧରି ସୀମା ପ୍ରସଙ୍ଗରେ ସେମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri