ଟିକାକୁ ଭୟ: ନେବାକୁ ଚାହୁଁ ନାହାନ୍ତି ୬୨ ପ୍ରତିଶତ ଲୋକ

ନୂଆଦିଲ୍ଲୀ,୧୯।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ତେବେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଦେଶର ୬୨ ପ୍ରତିଶତ ଲୋକ ଟିକା ନେବାକୁ ଅମଙ୍ଗ ହେଉଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସର୍ଭେ ସଂସ୍ଥା ଲୋକାଲ ସର୍କିଲ୍ସ୍‌ ପକ୍ଷରୁ ଦେଶର ୨୩୦ ଜିଲାର ଲୋକଙ୍କ ମତାମତ ସଂଗ୍ରହ କରାଯାଇଛି। ସର୍ଭେରେ ୧୭ ହଜାର ଲୋକଙ୍କୁ ସାମିଲ୍‌ କରାଯାଇଥିଲା। ସେଥିମଧ୍ୟରୁ ୩୨ ପ୍ରତିଶତ ଅର୍ଥାତ୍‌ ୮,୬୫୮ ଲୋକ ଟିକା ନେବାକୁ ରାଜି ହୋଇଛନ୍ତି। ୨୨ ପ୍ରତିଶତ ଲୋକ ୩ ମାସ ଅପେକ୍ଷା କରି ଅନ୍ୟ ମାନଙ୍କଠାରେ ଟିକାର ପ୍ରତିକ୍ରିୟା ଦେଖିବାପରେ ନେବେ ବୋଲି କହିଛନ୍ତି। ସେହିପରି ୬ ପ୍ରତିଶତ ଲୋକ ସରକାରୀ ଟିକା ଉପରେ ଭରସା କରି ନାହାନ୍ତି। ବଜାରରେ ମିଳିବା ପରେ ସେମାନେ ଟିକା ନେବା ବିଷୟରେ ଚିନ୍ତା କରିବେ। ୧୪ ପ୍ରLS


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ହେବ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’, ୨୯ ଅଗଷ୍ଟରେ ଦଳ ଡକାଇଛି ଏଆଇସିସି ବୈଠକ

ନୂଆଦିଲ୍ଲୀ,୨୮ ।୮: କଂଗ୍ରେସର ଭାରତ ଯୋଡୋ ଯାତ୍ରାର ପ୍ରସ୍ତୁତି ଉପରେ ଚର୍ଚ୍ଚା କରିବାକୁ ଏଆଇସିସି ମୁଖ୍ୟାଳୟରେ ୨୯ ଅଗଷ୍ଟକୁ ଏଆଇସିସି ମହାସଚିବ, ପିସିସି ଅଧ୍ୟକ୍ଷ ଓ...

ସୁପ୍ରିମକୋର୍ଟରେ ହେଉ ସବୁ ବିଚାର

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ସରକାରଙ୍କ ନୂଆ ଆଇଟି ନିୟମର ବୈଧତାକୁ ଚ୍ୟାଲେଞ୍ଜ କରି ବିଭିନ୍ନ ହାଇକୋର୍ଟରେ ଦାଏର ହୋଇଥିବା ଅନେକ ପିଟିଶନ ବିଚାରାଧୀନ ରହିଛି। ସେହି ସମସ୍ତ...

ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି।...

ଆଦାନୀ ପ୍ରସଙ୍ଗରେ ସଂସଦ ଭବନରେ ପ୍ରଦର୍ଶନ କଲେ ବିରୋଧୀ ଦଳ…

ନୂଆଦିଲ୍ଲୀ,୬।୨ : ଆଦାନୀ ପ୍ରସଙ୍ଗରେ ସଂସଦ ଭବନରେ ବିରୋଧୀ ଦଳ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ, ଡିଏମକେ, ଏନସିପି, ବିଆରଏସ, ଜେଡିୟୁ, ଏସପି, ସିପିଏମ, ସିପିଆଇ, କେରଳ...

ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

ଅଜୈଓ୍ବାଲ୍‌,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ...

ଇତିହାସ ଲିଭାଇବାକୁ କେନ୍ଦ୍ରର ଉଦ୍ୟମ

ନୂଆଦିଲ୍ଲୀ,୧୭ା୬(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର) ୧୯୨୯-୩୦ରେ ଜାତୀୟ ରାଜଧାନୀ ଦିଲ୍ଲୀର କେନ୍ଦ୍ରସ୍ଥଳରେ ବ୍ରିଟିଶ୍‌ ଆର୍ମି କମାଣ୍ଡର-ଇନ୍‌-ଚିଫ୍‌ଙ୍କ ବାସଭବନ ପ୍ରତିଷ୍ଠା କରାଯାଇଥିଲା। ସେତେବେଳେ ଏହାର ନାମ ରହିଥିଲା ଫ୍ଲାଗ୍‌ଷ୍ଟାଫ୍‌...

କରୋନା କଲା ରେକର୍ଡ: ଗୋଟିଏ ଦିନରେ ୯୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ...

କଂଗ୍ରେସ ଛାଡି ଭାଜପା ହାତ ଧରିଲେ ଜ୍ୟୋତି

ନୂଆଦିଲ୍ଲୀ,୧୧।୯: ନିର୍ବାଚନ ଦିନ ପାଖେଇ ଆସୁଥିବାରୁ ରାଜସ୍ଥାନ ରାଜନୀତି ସରଗରମ ହୋଇପଡିଛି। ନିଜର ଲାଭକୁ ଧ୍ୟାନରେ ରଖି ନେତାଙ୍କ ଦଳ ପରିବର୍ତ୍ତନ ପ୍ରକ୍ରିୟା ମଧ୍ୟ ଆରମ୍ଭ...

Advertisement
Archives

Model This Week