ଟିକା ଭୟରେ ଗଛରେ ଚଢ଼ିଲେ…

ପୁଡୁଚେରୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ବିଭିନ୍ନ କାରଣରୁ କେତେକ ଲୋକେ ଟିକା ନେବାକୁ ଭୟ କରୁଛନ୍ତି। ଟିକା ନ ନେବା ଲାଗି ପୁଡୁଚେରୀର ଜଣେ ଲୋକ ଭୟରେ ଗଛ ଉପରେ ଚଢ଼ିଯାଇଥିବାର ୪୮ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ଭିଲ୍ଲଆନୁର ନିକଟରେ ଥିବା କୋନ୍ନେରିକୁପ୍ପମ୍‌ ଗାଁରେ ସ୍ବାସ୍ଥ୍ୟକର୍ମୀମାନେ ଘରଘର ବୁଲି ଟିକା ଦେବାକୁ ମଙ୍ଗଳବାର ଆସିଥିଲେ। ଗାଁର ୪୪ ବର୍ଷ ବୟସ୍କ ଜଣେ ବ୍ୟକ୍ତି ଟିକା ନେବାକୁ ମନା କରିଥିଲେ। ଟିକା ନେଲେ କରୋନା ସଂକ୍ରମଣର ଭୟ ରହିବ ନାହିଁ ବୋଲି ସ୍ବାସ୍ଥ୍ୟକର୍ମୀମାନେ ତାଙ୍କୁ ବୁଝାଶୁଝା କରିବାରୁ ସେ ଭୟରେ ଦୌଡ଼ି ନିକଟରେ ଥିବା ଏକ ଗଛ ଉପରେ ଚଢ଼ିଯାଇଥିଲେ।

ତାଙ୍କୁ ତଳକୁ ଆସିବାକୁ ଯେତେ କହିଲେ ମଧ୍ୟ ସେ ଶୁଣି ନ ଥିଲେ। ଶେଷରେ ବାଧ୍ୟ ହୋଇ ସ୍ବାସ୍ଥ୍ୟକର୍ମୀମାନେ ସେଠାରୁ ପଳାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କୋର୍ଟରେ ଅଯୋଧ୍ୟା ମାମଲା: ଜମିୟତ୍‌ ଉଲେମା-ଇ ହିନ୍ଦ୍‌ ପକ୍ଷରୁ ପୁନର୍ବିଚାର ଆବେଦନ

ନୂଆଦିଲ୍ଲୀ,୨।୧୨: ଅଯୋଧ୍ୟା ମାମଲାର ରାୟ ଆସିବାର ପ୍ରାୟ ଏକ ମାସ ପରେ ପୁଣି ଏହା ସୁପ୍ରିମ୍‌କୋର୍ଟରେ ପହଞ୍ଚିଛି। ସୋମବାର ଜମିୟତ୍‌ ଉଲେମା-ଇ ହିନ୍ଦ୍‌ ସଂଗଠନ ପକ୍ଷରୁ...

ମିଳିଲାନି ଜାମିନ: ୨୬ ଅକ୍ଟୋବର ପର୍ଯ୍ୟନ୍ତ ଜେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୨୧ ।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଫସି ଥିବା ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ଅଡୁଆ ବଢି ବଢି ଚାଲିଛି ।...

ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୨୨।୨: ଉତ୍ତରାଖଣ୍ଡରେ ବୁଧବାର ଭୂକମ୍ପ ସୃଷ୍ଟି ହୋଇଛି। ଦିନ ପ୍ରାୟ ୧.୩୦ ସମୟରେ କୁମାଓନ ଡିଭିଜନର ପିଥୋରାଗଡରେ ଏହି ଭୂକମ୍ପ ହୋଇଛି। ଏହି ଭୂକମ୍ପରେ କୌଣସି...

ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍‌ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା...

ଏସ୍‌-୪୦୦ ଚୁକ୍ତିନାମାକୁ ନେଇ ଆମେରିକାକୁ କହିଲେ ଜୟଶଙ୍କର: ରାଷ୍ଟ୍ର ହିତକୁ ଦିଆଯିବ ଗୁରୁତ୍ୱ

ନୂଆଦିଲ୍ଲୀ,୨୬।୬: ରୁଷ ସମେତ ଅନ୍ୟ କେତେକ ଦେଶ ଉପରେ ଆମେରିକା ପ୍ରତିବନ୍ଧକ ଜାରି କରିଥିଲେ ମଧ୍ୟ ଭାରତ ସେହି ଦେଶଗୁଡିକ ସହ ସମ୍ବନ୍ଧ ସ୍ଥାପନ କରିବା...

ପିଲାଦିନରୁ ମୋବାଇଲ୍‌ରେ ଖେଳୁଥିଲେ ଗେମ୍‌, ଏବେ ଏମିତି ହେଲା ଅବସ୍ଥା

ମ୍ୟାସାଚୁଏଟ୍‌ସରେ ରହୁଥିବା ଜ୍ୟାକବ୍‌ ପିନାଙ୍କ ଆଙ୍ଗୁଠି ପିଲାଦିନରୁ ଠିକ୍‌ଠାକ୍‌ ଥିଲା। ପରେ ସେ ମୋବାଇଲରେ ଗେମ୍‌ ଖେଳିବାରେ ଏତେ ସମୟ କାଟୁଥିଲେ କି, ଯାହା ପରବର୍ତ୍ତୀ...

ଦୁନିଆର ସବୁଠାରୁ ମହଙ୍ଗା ଚକୋଲେଟ୍‌: ଦାମ ଶୁଣିଲେ ଉଡ଼ିଯିବ ହୋସ୍‌

ନୂଆଦିଲ୍ଲୀ,୨୩।୧୦: ଯଦି ଆପଣ ଚକୋଲେଟ୍‌ର ବହୁତ ବଡ଼ ଫ୍ୟାନ୍‌, ତେବେ ଏହା ଆପଣଙ୍କୁ ପ୍ରଲୋଭିତ କରିବ। କାରଣ ଦେଶର ଅନ୍ୟତମ ଅଗ୍ରଣୀ କମ୍ପାନୀ ଆଇଟିସି ଦୁନିଆର...

ପାଞ୍ଚ ଲକ୍ଷ ୫୧ ହଜାର ଦୀପରେ ଝଲସିବ ଅଯୋଧ୍ୟା

ଲକ୍ଷ୍ନୌ,୧୩ ।୧୧: ଆଲୋକର ପର୍ବ ଦୀପାବଳି ପାଳନ କରିବାକୁ ସମସ୍ତେ ପ୍ରସ୍ତୁତ ହୋଇ ସାରିଲେଣି । ମର୍ଯ୍ୟାଦା ପୁରୁଷ ରାମଙ୍କ ଜନ୍ମଭୂମୀ ଅଯୋଧ୍ୟାରେ ଦୀପ ଜାଳି...

Advertisement
Archives

Model This Week