ବଢୁଛି ଭୟ, ରାଜ୍ୟରେ ୫୦ ପାର୍‌ କଲା କରୋନା ସଂକ୍ରମଣ

ଭୁବନେଶ୍ୱର,୧୦ା୬: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଜିଲାରୁ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ପାର୍‌ କରିଛି। କରୋନାକୁ ନେଇ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ବାରମ୍ବାର କହୁଥିବା ବେଳେ ଲଗାତର ଭାବେ ରାଜ୍ୟରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଲୋକଙ୍କ ମନରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏହି ସଂଖ୍ୟା ୫୬ ଛୁଇଁଛି। ଅପରପକ୍ଷେ ପଜିଟିଭ୍‌ଙ୍କ ମଧ୍ୟରୁ ଏବେସୁଦ୍ଧା ୨୦ଜଣ ସୁସ୍ଥ ହୋଇଥିବାବେଳେ ୩୬ଜଣ ସକ୍ରିୟ ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri