ବୁଲା ଗୋରୁଙ୍କୁ ଖାଦ୍ୟ ପ୍ରଦାନ ଲୋକଦେଖାଣିଆ

ପୁରୁଷୋତ୍ତମପୁର,୧୨।୫(ଡି.ଏନ୍‌.ଏ.): ମହାମାରୀ କରୋନାକୁ ନେଇ ଲକ୍‌ଡାଉନ୍‌ ଯୋଗୁ ବୁଲା ଗୋରୁଗାଈଙ୍କୁ ଖାଦ୍ୟ ଯୋଗାଣ ଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଶାସନ ପକ୍ଷରୁ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାକୁ ନେଇ ଜନସାଧାରଣ ଏନ୍‌ଏସି ପ୍ରଶାସନକୁ ତୀବ୍ର ସମାଲୋଚନା କରି ଏହା କେବଳ ଲୋକ ଦେଖାଣିଆ ବୋଲି କହିଛନ୍ତି। ଗାଈ ଗୋରୁଙ୍କୁ ଗୋ-ଖାଦ୍ୟ ଦାନା କିମ୍ବା କୁଣ୍ଡା, ଘାସ ଦେବା ବଦଳରେ କାମଚଳା ନୀତିରେ ମଣିଷଙ୍କୁ ଦିଆଯାଉଥିବା ଖାଦ୍ୟ ପୁଡ଼ିଆ ଭାତ ଡାଲମା ଟିକେ ଖାଇବାକୁ ଦେଇ କାର୍ଯ୍ୟ ତୁଲାଇ ଦେଉଛନ୍ତି। ଏହି ମଣିଷ ଖାଇବା ଖାଦ୍ୟ ପୁଡ଼ିଆ ଗୋରୁଙ୍କ ପାଇଁ ସମୁଦ୍ରକୁ ଶଙ୍ଖେ ସଦୃଶ। ଏପରିକି ଏହା ଗୋରୁଙ୍କ ଲାଗି ସମ୍ପୂର୍ଣ୍ଣ ରୂପେ ଅନୁପଯୁକ୍ତ। ଜିଲାପାଳ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଏ ଦିଗରେ ଗୁରୁତ୍ୱ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri