ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ସ୍କୁଲ ପରିସରରେ ଆୟୋଜିତ ସଭାରେ ସ୍କୁଲ ପରିଚାଳନା କମିଟି ସଭାପତି ସମେତ ହର ସୁନା, ଲାବନ୍ୟ ମହଲା, ଡୋଲାମଣୀ ମାଝୀ, ବୈଦେହୀ ମାଝୀ, ସବିତା ବାଗ, ଭାରତୀ ବାଗ, ଏବଂ ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଧାନଶିକ୍ଷକଙ୍କୁ ନେଇ ଏକ ବିଶାଳ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରାଯାଇଥିଲା ।

ଉପସ୍ଥିତ ଅତିଥିମାନେ ବିଦାୟୀ ପ୍ରଧାନ ଶିକ୍ଷକଙ୍କ ଦୀର୍ଘ ଶିକ୍ଷକତା ଜୀବନ ମଧ୍ୟରେ ସୁଚାରୁରୂପେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ବିଷୟରେ ଆଲୋକପାତ କରିଥିଲେ। ସେ କେସିଙ୍ଗା ବ୍ଲକର ବିଭିନ୍ନ ସ୍କୁଲରେ ଶିକ୍ଷା ଦାନ କରି ବୁଧବାର ଅବସର ଗ୍ରହଣ କରିଛନ୍ତି । ସେ ଜଣେ ଶ୍ରୀମା ଶ୍ରୀ ଅରବିନ୍ଦଙ୍କ ଡିଭୋଟି ଅଟନ୍ତି । ଶିକ୍ଷା ଏକ ସମଗ୍ରଜୀବନର ଏକ ଅଂଶ । ଏହାସହ ସେ ଜଣେ ବରିଷ୍ଠ ଶିକ୍ଷକ ଭାବେ ବହୁ ପରିଚିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?