Posted inଖେଳ

ଫେଲ୍‌ ମାରିଲା ଟପ୍‌ଅର୍ଡର

କଲମ୍ବୋ,୨୯।୭: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ଗୁରୁବାର ଅନ୍ତିମ ମ୍ୟାଚରେ ଭାରତୀୟ ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ସାବ୍ୟସ୍ତ କରିପାରି ନ ଥିଲେ ଟପ୍‌ଅର୍ଡର। ୯ ଓଭର ସୁଦ୍ଧା ଭାରତ ୫ ଉଇକେଟ ହରାଇ ୪୬ ରନ୍‌ କରିଥିଲା।

ଅଧିନାୟକ ଧାଓ୍ବନ ଏବଂ ରୁତୁରାଜ ଗାଏକ୍ୱାଡ଼ ଓପନିଂ କରିବାକୁ ଆସିଥିଲେ। ହେଲେ ପ୍ରଥମ ଓଭର ୪ ବଲ୍‌ରେ ଅଧିନାୟକ ଧାଓ୍ବନ ଖାତା ଖୋଲି ନ ପାରି ଆଉଟ ହୋଇଥିଲେ। ସେହିପରି ରୁତୁରାଜ ଗାଏକ୍ୱାଡ଼ ୧୪ ରନ୍‌ କରି ଆଉଟ ହୋଇଥିବା ବେଳେ ଦେବଦତ୍ତ ପାଡିକଲ ୯, ରୁତୁରାଜ ଗାଏକ୍ୱାଡ଼ ୧୪, ନୀତୀଶ ରାଣା ୬ ରନ୍‌ କରି ଦଳକୁ ନିରାଶ କରିଥିଲେ। ସେହିପରି ସଞ୍ଜୁ ସାମସନ୍‌ ମଧ୍ୟ ଖାତା ଖୋଳି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri