ମହିଳା ଡାଟା ଏଣ୍ଟ୍ରି ଅପରେଟରଙ୍କ ଆତ୍ମହୁତି ଉଦ୍ୟମ, ଫିନାଇଲ୍ ପିଇ ଦେହରେ ନିଆଁ….

ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାର ଅଧିଷ୍ଟାତ୍ରୀ ଦେବୀ ମା ମଝିଘରିଆଣିଙ୍କ ମନ୍ଦିର ନିକଟରେ ଅଘଟଣ । ନିଜ ଦେହରେ ନିଆଁ ଲଗାଇ ଜଣେ ମହିଳାଙ୍କ ଆତ୍ମହତ୍ୟା ଉଦ୍ଯମ କରିଛନ୍ତି । ମହିଳା ଜଣକ ରାୟଗଡା ସହରର ଇନ୍ଦିରାନଗର ଅଞ୍ଚଳର ଶୁଭଦ୍ରା ମାଝୀ ।

ମହିଳା ଜଣକ ଆତ୍ମହତ୍ୟା କରିବା ପାଇଁ ପ୍ରଥମେ ଫିନାଇଲ୍ ପିଇ ଦେଇ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ। ତେବେ ଗୁରୁତର ଅବସ୍ଥାରେ ତାଙ୍କୁ ମନ୍ଦିର କର୍ମଚାରୀମାନେ ଜିଲା ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ତେବେ ଶରୀରର କିଛି ସ୍ଥାନ ପୋଡି ଯାଇଥିବା ଜଣା ପଡିଛି। ମହିଳା ଜଣକ ଆରଏମସି କାର୍ଯ୍ଯାଳୟ ରେ ଡାଟାଏଣ୍ଟ୍ରି ଭାବେ କାର୍ଯ୍ଯ କରୁଥିଲେ। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା ଉଦ୍ଯମ କଲେ ତାହା ଜଣାପଡିନଥିବା ବେଳେ ରାୟଗଡା ଟାଉନ୍ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ମୁହାଁଇଥିଲେ ହଜାର ହଜାର ଲୋକ: ପୋଲିସ-ବିକ୍ଷୋଭକାରୀଙ୍କ ମଧ୍ୟରେ ଘଟିଲା ସଂଘର୍ଷ

ଇମ୍ଫାଲ,୨୫ା୪: ମଣିପୁରରେ ହୋଇଥିବା ହିଂସାକୁ ନେଇ ସ୍ଥିତି ପୁଣି ଜଟିଳ ହେବାରେ ଲାଗିଛି। କୁକି ଏବଂ ନାଗା ସମ୍ପ୍ରଦାୟର ୨ ସଶସ୍ତ୍ର ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଘଟି…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ବଡ଼ ଅଘଟଣ, ଯନ୍ତ୍ରଣାରେ ଛଟପଟ ହୋଇ ମଇଦାନ ବାହାରକୁ ଗଲେ ଷ୍ଟାର ବ୍ୟାଟର୍‌

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ରେ ନିଜର ବ୍ୟାଟିଂ ଯାଦୁରେ ସମସ୍ତଙ୍କୁ ଚକିତ କରିଦେଇଥିବା ରାଜସ୍ଥାନ ରୟାଲ୍ସର ଷ୍ଟାର୍‌ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଆହତ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ…

ଗଛରେ ପିଟିହେଲା ବାଇକ୍‌, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ବାଇକ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଅନ୍ୟଜଣେ ଗୁରୁତର…

ଭଞ୍ଜନଗର ଥାନାରେ ଏତଲା ଦେଲା କଂଗ୍ରେସ, ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ୩ ଦୁର୍ମୂଲ୍ୟ ରତ୍ନ ଚୋରି ଅଭିଯୋଗ

ଭଞ୍ଜନଗର,୨୫।୪(ବାବୁଲା ପ୍ରଧାନ)- ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିରର ରତ୍ନଭଣ୍ଡାର ରୁ ତିନୋଟି ରତ୍ନ ଅଳଙ୍କାର ନିଖୋଜ ବା ଚୋରି ହୋଇଥିବା ନେଇ କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି।…

ସୂର୍ଯ୍ୟବଂଶୀଙ୍କ ଦ୍ରୁତତମ ଶତକ: ହାଇଦ୍ରାବାଦ୍‌ ଆଗରେ ୨୨୯ ରନର ବିଶାଳ ଟାର୍ଗେଟ

ଜୟପୁର,୨୫ା୪: ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ପରସ୍ପରକୁ ଭେଟିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ବଳରେ…

ମୋଦି, ମମତାଙ୍କୁ ଟାର୍ଗେଟ କଲେ ରାହୁଲ, କହିଲେ…

କୋଲକାତା,୨୫ା୪: ପଶ୍ଚିମବଙ୍ଗରେ ଏକ ନିର୍ୱାଚନୀ ସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଏବଂ…

ସେରୁବନ୍ଧ ଖଣି ପାହାଡ଼ ନିକଟବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ ସାକ୍ଷାତ କରି ଫେରିଲା କଂଗ୍ରେସ କେନ୍ଦ୍ରୀୟ କମିଟି

ପଟ୍ଟାଙ୍ଗି,୨୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ଥିବା ସେରୁବନ୍ଧ ଖଣି ପାହାଡ଼ ନିକଟ ବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ କଂଗ୍ରେସ ଦଳର ଏକ କେନ୍ଦ୍ରୀୟସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri