ଲିଫ୍ଟରେ ଫସିଲେ ମହିଳା ଡାକ୍ତର

ଟିଟିଲାଗଡ଼,୧୦ା୭(ଶରତ ମିଶ୍ର): ଏକ ଅଭାବନୀୟ ଘଟଣାକ୍ରମେ ଟିଟିଲାଗଡ଼ ସହରର ପିପଲପଦରସ୍ଥିତ ମାତୃ ଓ ଶିଶୁ ଡାକ୍ତରଖାନାର ଲିଫ୍ଟରେ ଜଣେ ଡାକ୍ତରାଣୀ ଦୀର୍ଘ ସମୟ ଧରି ଫସି ରହିବା ଚର୍ଚ୍ଚାର ବିଷୟ ହୋଇଛି l
ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ସାଢେ ୧୦ଟାରେ ମାତୃ ଓ ଶିଶୁ ଡାକ୍ତରଖାନାର ଉପର ମହଲାରେ ଏକ ପ୍ରସୂତି କାର୍ଯ୍ୟ ସାରି ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା. କିରଣମୟୀ ପଣ୍ଡା ଲିଫ୍ଟ ଯୋଗେ ତଳକୁ ଓହ୍ଲାଉଥିବା ବେଳେ ଲିଫ୍ଟଟି ପ୍ରଥମ ମହଲାରୁ ପ୍ରାୟ ୭ ଫୁଟ ତଳକୁ ଆସି ଅଟକି ଯାଇଥିଲା। ଖବର ପାଇ ଅନ୍ୟତମ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା. ବଳରାମ ସାହୁ, ଡା. ଓମକାର ହୋତା ତଥା କର୍ମଚାରୀ ପହଞ୍ଚତ୍ ସହାୟତା ପାଇଁ ଉଦ୍ୟମ କରିଥିଲେ ହେଁ ବିଫଳ ହୋଇ ଅଗ୍ନିଶମ ସେବାସଂସ୍ଥାକୁ ଖବର ଦେଇଥିଲେ। ଏନେଇ ଟିଟିଲାଗଡ଼ ଅଗ୍ନିଶମ ଅଧିକାରୀ ରାଧେଶ୍ୟାମ ବାରିକଙ୍କ ନେତୃତ୍ୱରେ ଏକ ଦଳ ପହଞ୍ଚି ଅତ୍ୟାଧୁନିକ ଯନ୍ତ୍ର ସହାୟତାରେ ଲିଫ୍ଟର ଗେଟ ଭାଙ୍ଗିଥିଲେ। ଜଣେ କର୍ମଚାରୀ ତଳକୁ ଓହ୍ଲାଇ ଏକ ଚୌକି ଏବଂ ତା ଉପରେ ଏକ ଷ୍ଟୁଲ ପକାଇ ଡାକ୍ତରାଣୀଙ୍କୁ ତଳୁ ଉପରକୁ ଟାଣି ଅଣାଯାଇଥିଲା। ଡାକ୍ତରାଣୀ ଜଣକ ଲିଫ୍ଟରେ ପ୍ରାୟ ଦେଢ ଘଣ୍ଟା ଧରି ଫସିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri