ପୋଲିସ କ୍ୱାର୍ଟର୍ସରେ ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ମାଲକାନଗିର,୨୫ା୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲାରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା ମାଓବାଦୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ପାଣ୍ଡେ କବାସୀ। ସେ ଫେବୃୟାରୀ ୧୯ରେ ଆତ୍ମସମର୍ପଣ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ଥାନୀୟ ପୋଲିସ କଲୋନୀରେ ରଖାଯାଇଥିଲା। ପୋଲିସ କ୍ୱାର୍ଟର୍ସରେ ସେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡି ନାହିଁ। ଘଟଣାର ତଦନ୍ତ ଚାଲିଥିବା ଦାନ୍ତଓ୍ବୋଡ଼ା ଏସ୍‌ପି ଅଭିଷେକ ପଲ୍ଲଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନେବାର ୩ ଘଣ୍ଟା ପରେ ମହିଳାଙ୍କ ମୃତ୍ୟୁ

ଉମରକୋଟ,୨୨।୯(ସ୍ବ.ପ୍ର.): କରୋନା ଟିକା ନେବାର ୩ ଘଣ୍ଟା ପରେ ଜଣେ ଆଦିବାସୀ ମହିଳାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଲେ...

ଫୁଲବାଣୀ ଟାଉନ ପ୍ଲାନିଂ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ

ଫୁଲବାଣୀ ଅଫିସ, ୨୬।୧-ଫୁଳବାଣୀ ସହର ଉନ୍ନତୀକରଣ ହେବ। ପୁରୁଣାକାଳିଆ ସହରକୁ ନୂତନ ରୁପ ଦିଆଯିବ। ସହରର ରୁପରେଖ ସମ୍ପୂର୍ଣ ବଦଳିବ। ଆସନ୍ତା ୨୦ ବର୍ଷର ଜନସଂଖ୍ୟ...

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ...

ଅଦାଲତ ଅବମାନନା ମାମଲା: ୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ, ୨୨ା୧୦: ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ରୁଜୁ ହୋଇଥିବା ଅଦାଲତ ଅବମାନନା ମାମଲାର ପରବର୍ତ୍ତୀ...

ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩...

୭ମ ରାଜ୍ୟ ଟେଲି ପୁରସ୍କାର:‘ରହିଛି ରହିବି ତୋରି ପାଇଁ’ ଶ୍ରେଷ୍ଠ ଧାରାବାହିକ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):୨୦୧୮ ମସିହା ଲାଗି ମଙ୍ଗଳବାର ୭ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି। ଏଥର ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ପ୍ରଦ୍ୟୁମ୍ନ କୁମାର ଲେଙ୍କାଙ୍କ ‘ରହିଛି...

ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ପରିଚାଳନା କମିଟି ବୈଠକ: ୨୮ କୋଟି ୭୫ ଲକ୍ଷ ଟଙ୍କାର ବଜେଟ ଅନୁମୋଦିତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ୩୧ତମ ପରିଚାଳନା କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର...

ଦିଲ୍ଲୀ ପୋଲିସ କବଳରୁ ଖସିଗଲା ଚୋର

ବାଲେଶ୍ୱର ଅଫିସ, ୨୦।୭: ଦିଲ୍ଲୀରୁ ୧୦ଲକ୍ଷ ଟଙ୍କାର ଗହଣା ଚୋରି କରି ପଳାଇ ଆସିଥିବା  ସୋର ଜିଲା ବାଲେଶ୍ୱର ଥାନା କରୁଣାକର  ଗ୍ରାମର ରଘୁନାଥ ଦାସ...

Advertisement


Archives

Model This Week