ନୂଆପଡ଼ା,୧୫।୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଜଣେ ମହିଳା ମାଓବାଦୀ ଆତ୍ମସର୍ପଣ କରିଛନ୍ତି। ବଛେଲା ଅଟାମି ଓରଫ ଜାନସୀ ଗରିଆବନ୍ଧ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ମୁଣ୍ଡ ପାଇଁ ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ନଭରୀ ଏରିଆ ମାଓ ସଂଗଠନର ଜାନସୀ ସକ୍ରିୟ ସଦସ୍ୟା ଥିଲେ।
ନୂଆପଡ଼ା,୧୫।୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଜଣେ ମହିଳା ମାଓବାଦୀ ଆତ୍ମସର୍ପଣ କରିଛନ୍ତି। ବଛେଲା ଅଟାମି ଓରଫ ଜାନସୀ ଗରିଆବନ୍ଧ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ମୁଣ୍ଡ ପାଇଁ ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ନଭରୀ ଏରିଆ ମାଓ ସଂଗଠନର ଜାନସୀ ସକ୍ରିୟ ସଦସ୍ୟା ଥିଲେ।
ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…
ଢାକା,୨୬ା୩: ବାଂଲାଦେଶରେ ଏକ ବସ୍ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…
କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍ରେ ହଠାତ ନିଆଁ ଲାଗିଯିବା…
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…
ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…
ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…
ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…