ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୧(ଡି.ଏନ୍‌.ଏ.): ମାଲକାନଗିରି ଏସ୍‌ପି ଋଷିକେଶ ଡି.ଖିଲାରୀଙ୍କ ନିକଟରେ ଆଜି ଜଣେ ନାବାଳିକା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କର ନାମ ଲାଛି ଖରା। ସେ ଆନ୍ଧ୍ର ଓଡ଼ିଶା ବର୍ଡର ମାଓବାଦୀ ସଙ୍ଗଠନର ସଦସ୍ୟ ଥିଲେ।

ଲାଛି କହିଛନ୍ତି, ନକ୍ସଲ ସଂଗଠନରେ ମହିଳା ସଦସ୍ୟଙ୍କୁ ନିର୍ଯାତନା ଦିଆଯାଉଛି। ତାଙ୍କ ମା’ ବାପାଙ୍କୁ ମାରପିଟ କରି ଓ ହତ୍ୟା ଧମକ ଦେଇ ତାଙ୍କୁ ଜୋର ଜବରଦସ୍ତ ମାଓବାଦୀ ସଂଗଠନରେ ସାମିଲ କରାଯାଇଥିଲା। ସେ ଦୁଇ ବର୍ଷ ଧରି ଏହି ସଂଗଠନର ସକ୍ରିୟ ସଦସ୍ୟ ଥିଲେ।

ଆଗାମୀ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ଥଇଥାନ ନୀତି ଅଛି ଉକ୍ତ ନୀତିରେ ତାଙ୍କୁ ସାମିଲ କରାଯିବା ସହ ସାମାଜିକ ମୁଖ୍ୟସ୍ରୋତରେ ସାମିଲ କରାଯିବ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ତାଙ୍କୁ ପଢିବା ସହ ରହିବା ପାଇଁ ଘର ଓ ଆର୍ଥିକ ସହାୟତା ଏବଂ ତାଲିମ ଦିଆ ଯାଇ ସ୍ବାବଲମ୍ବୀ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆ ଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?