Posted inଜାତୀୟ

ପଞ୍ଜାବ ସରକାରରେ ଏକମାତ୍ର ମହିଳା ମନ୍ତ୍ରୀ ନିର୍ବାଚନ ପ୍ରଚାର ସମୟରେ କରୁଥିଲେ ଜନତାଙ୍କ ସେବା

ଚଣ୍ଡିଗଡ଼,୧୯ ।୩: ପଞ୍ଜାବ କ୍ୟାବିନେଟ ମନ୍ତ୍ରୀଙ୍କ ମଧ୍ୟରେ ରହିଛନ୍ତି ଏକମାତ୍ର ମହିଳା ମନ୍ତ୍ରୀ ଡାକ୍ତର ବଲଜିତ କୌର । ବଲଜିତ ପେଶାରେ ଜଣେ ଡାକ୍ତର ହୋଇଥିବା ବେଳେ ୧୮ ବର୍ଷ ହେବ ସରକାରୀ ହସ୍ପିଟାଲରେ ରୋଗୀଙ୍କ ସେବା କରି ଆସୁଥିଲେ । ୪୬ ବର୍ଷୀୟା ଡାକ୍ତର ବଲଜିତ ଶ୍ରୀ ମୁକ୍ତସର ସାହିବର ମେଲøଟ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ସେ ଅକାଳି ଦଳର ପ୍ରାର୍ଥୀ ହରପ୍ରିତ ସିଂଙ୍କୁ ୪୦ ହଜାରରୁ ଅଧିକ ଭୋଟରେ ହରାଇଛନ୍ତି । ଦୀର୍ଘ ୧୮ ବର୍ଷ ହେବ ରୋଗୀଙ୍କ ସେବା କରୁଥିବା ବଲଜିତ ଆମ ଆଦମୀ ପାର୍ଟି(ଏଏପି)ରୁ ଟିକେଟ ପାଇବା ପରେ ଚାକିରି ଛାଡି ଦେଇଥିଲେ । ଆଉ ପ୍ରଥମଥର ପାଇଁ ନିର୍ବାଚନରେ ଜିତି ବିଜୟଲାଭ କରିଛନ୍ତି । ତେବେ ସବୁଠାରୁ ବଡ କଥା ହେଲା ବଲଜିତ ନିର୍ବାଚନ ପ୍ରଚାର ସମୟରେ ରୋଗୀଙ୍କୁ ସେବା ଯୋଗାଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri