Posted inଜାତୀୟ

ପଞ୍ଜାବ ସରକାରରେ ଏକମାତ୍ର ମହିଳା ମନ୍ତ୍ରୀ ନିର୍ବାଚନ ପ୍ରଚାର ସମୟରେ କରୁଥିଲେ ଜନତାଙ୍କ ସେବା

ଚଣ୍ଡିଗଡ଼,୧୯ ।୩: ପଞ୍ଜାବ କ୍ୟାବିନେଟ ମନ୍ତ୍ରୀଙ୍କ ମଧ୍ୟରେ ରହିଛନ୍ତି ଏକମାତ୍ର ମହିଳା ମନ୍ତ୍ରୀ ଡାକ୍ତର ବଲଜିତ କୌର । ବଲଜିତ ପେଶାରେ ଜଣେ ଡାକ୍ତର ହୋଇଥିବା ବେଳେ ୧୮ ବର୍ଷ ହେବ ସରକାରୀ ହସ୍ପିଟାଲରେ ରୋଗୀଙ୍କ ସେବା କରି ଆସୁଥିଲେ । ୪୬ ବର୍ଷୀୟା ଡାକ୍ତର ବଲଜିତ ଶ୍ରୀ ମୁକ୍ତସର ସାହିବର ମେଲøଟ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ସେ ଅକାଳି ଦଳର ପ୍ରାର୍ଥୀ ହରପ୍ରିତ ସିଂଙ୍କୁ ୪୦ ହଜାରରୁ ଅଧିକ ଭୋଟରେ ହରାଇଛନ୍ତି । ଦୀର୍ଘ ୧୮ ବର୍ଷ ହେବ ରୋଗୀଙ୍କ ସେବା କରୁଥିବା ବଲଜିତ ଆମ ଆଦମୀ ପାର୍ଟି(ଏଏପି)ରୁ ଟିକେଟ ପାଇବା ପରେ ଚାକିରି ଛାଡି ଦେଇଥିଲେ । ଆଉ ପ୍ରଥମଥର ପାଇଁ ନିର୍ବାଚନରେ ଜିତି ବିଜୟଲାଭ କରିଛନ୍ତି । ତେବେ ସବୁଠାରୁ ବଡ କଥା ହେଲା ବଲଜିତ ନିର୍ବାଚନ ପ୍ରଚାର ସମୟରେ ରୋଗୀଙ୍କୁ ସେବା ଯୋଗାଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri