ଏୟାରହୋଷ୍ଟେସ୍‌ଙ୍କୁ ମୁଥ ମାରିଲେ ମହିଳା ଯାତ୍ରୀ, ଆଉ ତା’ ପରେ…

ଓ୍ବାଶିଂଟନ,୧୫ା୧୧: ଆମେରିକାର ଟେକ୍ସାସ ଏୟାରପୋର୍ଟରେ ଜିନିଷପତ୍ର ଯାଞ୍ଚ ପ୍ରକ୍ରିୟା ସମୟରେ ଜଣେ ମହିଳା ଯାତ୍ରୀ ଏୟାରହୋଷ୍ଟେସ୍‌ଙ୍କ ଉପରେ ହମ୍‌ଲା କରିଛନ୍ତି। ମହିଳା ଜଣକ ଏୟାରହୋଷ୍ଟେସ୍‌ଙ୍କୁ ମୁଥ ମାରି ଆହତ କରିଦେଇଛନ୍ତି। ଏହି ଘଟଣା ପରେ ଏୟାରହୋଷ୍ଟେସ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ମହିଳା ଯାତ୍ରୀ ଜଣକ ଗିରଫ ହୋଇଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ୩୨ ବର୍ଷୀୟା ଏରିଏଲ ଜିନ୍‌ ଜ୍ୟାକ୍‌ସନ ନାମକ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ଏୟାରହୋଷ୍ଟସଙ୍କ ଅଭିଯୋଗକୁ ଭିତ୍ତି କରି ତାଙ୍କୁ ଗିରଫ କରାଯାଇଛି। ଏୟାରହୋଷ୍ଟେସ କହିଛନ୍ତି, ବିମାନରେ ଚଢ଼ିବା ସମୟରେ ଆଟେଣ୍ଡାଣ୍ଟଙ୍କ ସହିତ ମହିଳାଙ୍କର ଯୁକ୍ତିତର୍କ ହୋଇଥିଲା। ଏହା ପରେ ସେ ଉକ୍ତ ମହିଳାଙ୍କୁ ବାହାରି ଯିବାକୁ ଆଦେଶ ଦେଇଥିଲେ। ତାଙ୍କୁ ବିମାନରୁ ବାହାର କରୁଥିବା ସମୟରେ ମହିଳା ତାଙ୍କୁ ମୁଥ ମାରିଥିଲେ। ଏଥିରେ ଗୁରୁତର ହୋଇଥିଲେ ଏୟାରହୋଷ୍ଟେସ। ସେ ଥାନାରେ ଅଭିଯୋଗ କରିବା ପରେ ମହିଳାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?