କଏଦୀଙ୍କୁ ଅଶ୍ଳୀଳ ଫଟୋ ପଠାଉଥିଲେ ମହିଳା ପୋଲିସ, ପ୍ରତିବଦଳରେ ନେଇଛନ୍ତି ଏତିକି ଟଙ୍କା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲଣ୍ଡନ,୧ା୩: କଏଦୀମାନଙ୍କୁ କିପରି ଜେଲ୍‌ ଭିତରକୁ ମୋବାଇଲ ଯୋଗାଇ ଦିଆଯାଉଛି ଏବଂ ସେମାନେ ଭିତରେ ଥାଇ ଅପରାଧ ଦୁନିଆରେ ଆତଙ୍କ ସୃଷ୍ଟି କରୁଛନ୍ତି, ତାହା ବହୁବାର ଦେଖିଥିବେ ବା ଶୁଣିଥିବେ। ବ୍ରିଟେନରେ ଠିକ୍‌ ଏହିଭଳି ଏକ ଘଟଣା ଘଟିଛି। ଯାହା ସମସ୍ତଙ୍କୁ ଚକିତ କରିଛି। ଏଠାରେ ଜେଲରେ ଥିବା ଜଣେ କଏଦୀଙ୍କଠାରୁ କେବଳ ଏକ ଫୋନ୍‌ ମିଳି ନ ଥିଲା, ଏହା ସହିତ ଜଣେ ମହିଳା ପୋଲିସଙ୍କ ଅଶ୍ଳୀଳ ଫଟୋ ମଧ୍ୟ ଦେଖିବାକୁ ମିଳିଥିଲା। ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ୨୫ ବର୍ଷୀୟା ରାଚେଲ ମାର୍ଟିନ ଏଚ୍‌ଏମ୍‌ପି ଗାଇଜ୍‌ ମାର୍ଶରେ ଜଣେ ଗାର୍ଡ଼ ଥିଲେ ଏବଂ ସେଠାରେ ସେ ରେମଣ୍ଡ ଆବ୍ରାହମ ନାମକ ଜଣେ ୪୦ ବର୍ଷୀୟ ଅନ୍ତେବାସୀଙ୍କ ସହ ପ୍ରେମସମ୍ପର୍କ ସ୍ଥାପନ କରିଥିଲେ। ଆଶ୍ଚର୍ଯ୍ୟଜନକ କଥା ହେଉଛି ରାଚେଲ ଆବ୍ରାହମଙ୍କର ଏକ ବଡ଼ ରହସ୍ୟ ବିଷୟରେ ଜାଣିଥିଲେ, ତଥାପି ସେ ଅନ୍ୟ କୌଣସି ପୋଲିସ କର୍ମଚାରୀଙ୍କୁ ଏ ବିଷୟରେ ଜଣାଇ ନ ଥିଲେ। ରହସ୍ୟ ଥିଲା ଆବ୍ରାହମଙ୍କ ପାଖରେ ମୋବାଇଲ ଥିବା ସତ୍ତ୍ୱେ ଅନ୍ୟ କୌଣସି ଜେଲ୍‌ କର୍ମଚାରୀ ଜାଣିପାରି ନ ଥିଲେ।

ଯେତେବେଳେ ସେହି ଫୋନ୍‌ ଖୋଜା ଯାଇଥିଲା, ସେଥିରୁ ରାଚେଲଙ୍କ ଅଶ୍ଳୀଳ ଫଟୋ ମିଳିଥିଲା। ପରେ ଜଣାପଡ଼ିଥିଲା ରାଚେଲ ସେହି ଫଟୋ ପଠାଇବା ପରିବର୍ତ୍ତେ ଆବ୍ରହମଙ୍କଠାରୁ ଟଙ୍କା ଲୁଟି ଚାଲିଥିଲେ। କେବଳ ଏତିକି ନୁହେଁ, ସେ ଜେଲରେ ଆବ୍ରାହମଙ୍କୁ ମହିଳା ପୋଷାକ ଯୋଗାଉଥିଲେ। ବୋର୍ନମାଉଥ କ୍ରାଉନ କୋର୍ଟରେ ଏହା ପ୍ରକାଶ ପାଇଥିଲା। ଉଭୟଙ୍କ ସମ୍ପର୍କ ୧ ନଭେମ୍ବର ୨୦୨୦ରୁ ଆରମ୍ଭ ହୋଇଥିଲା।ଏହି ସମୟରେ ରାଚେଲ ଆବ୍ରାହମଙ୍କଠାରୁ ଟଙ୍କା ଲୁଟି ନେଇଥିଲେ। ଯେତେବେଳେ ବ୍ୟାଙ୍କ ଟ୍ରାନ୍ସଫର ଏବଂ ନଗଦ ଜମା ହିସାବ କରାଯାଇଥିଲା, ସେତେବେଳେ ଜଣାପଡ଼ିଥିଲା, ରାଚେଲ ତାଙ୍କ ଫଟୋ ବଦଳରେ କଏଦୀଙ୍କ ଠାରୁ ମୋଟ୍‌ ୧୨ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?