ମେଥି ହେୟାର ମାସ୍କ

କେଶକୁ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାରର ଦାମୀ ପ୍ରଡକ୍ଟ ବ୍ୟବହାର କରାଯାଏ। କିନ୍ତୁ ଘରୋଇ ଉପାୟରେ ମେଥି ବ୍ୟବହାର କରି ସୁନ୍ଦର ଘନ କେଶ ପାଇ ହେବ…

ମେଥି ହେୟାର ମାସ୍କ ଲଗାଇବା ଫଳରେ କେଶ ଝଡ଼ିବା, କେଶ ଧଳା ହୋଇଯିବା ଏବଂ ରୂପି ଆଦି ସମସ୍ୟା ଦୂର ହୋଇଥାଏ।

କେଶକୁ ଅଧିକ ମଜଭୁତ କରିବା ପାଇଁ ସପ୍ତାହରେ ୨ ଥର ମେଥିକୁ ରାତିରେ ଭିଜାଇ ସେହି ପାଣିରେ କେଶ ଧୁଅନ୍ତୁ।

ସେହିପରି କେଶ ଅଧିକ ଶୁଷ୍କ ଥିଲେ ମେଥିକୁ ଭିଜାଇ ବାଟି ସେଥିରେ ନଡିଆ କିମ୍ବା ବାଦାମ ତେଲ ମିଶାଇ କେଶରେ ଲଗାନ୍ତୁ।

ମେଥିରେ ଭିଟାମିନ୍‌ ଏ, କେ, ସି, ଆଇରନ୍‌, କ୍ୟାଲସିଅମ୍‌ ଓ ଫଲିକ୍‌ ଏସିଡ୍‌ ଭଳି ତତ୍ତ୍ୱ ଥିବାରୁ ତାହା କେଶ ବୃଦ୍ଧି ସହ କେଶର ବିଭିନ୍ନ ସମସ୍ୟା ଦୂର କରିବାରେ ସହାୟକ ହୋଇଥାଏ।

ମେଥି ହେୟାର ମାସ୍କ ତିଆରି କରିବା ପାଇଁ ପ୍ରଥମେ ଦୁଇ ଚାମଚ ମେଥିକୁ ରାତିରୁ ଭିଜାଇ ରଖନ୍ତୁ। ସକାଳେ ମେଥିକୁ ବାଟି ସେଥିରେ ଲେମ୍ବୁ ରସ ଓ ନଡିଆ କ୍ଷୀର ମିଶାନ୍ତୁ। ଏହି ପେଷ୍ଟକୁ କେଶ ମୂଳରେ ୨୦ ମିନିଟ ପର୍ଯ୍ୟନ୍ତ ଲଗାଇ ତା’ ପରେ ସାମ୍ପୁ କରି ଦିଅନ୍ତୁ।

ମେଥିକୁ ଗୁଣ୍ଡ କରି ନଡିଆ ତେଲରେ ମିଶାଇ କେଶ ମୂଳରେ ଲଗାନ୍ତୁ। ଶୁଖିଗଲା ପରେ ସାମ୍ପୁ କରି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେନ୍‌ ଷ୍ଟ୍ରୋକ୍‌

ଜଣେ ବ୍ୟକ୍ତି ସମ୍ମୁଖୀନ ହେଉଥିବା ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାଗୁଡିକ ମଧ୍ୟରୁ ବ୍ରେନ୍‌ ଷ୍ଟ୍ରୋକ୍‌ ଅନ୍ୟତମ। ତେବେ ଏହାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି...

ନଷ୍ଟ ହେବନି ପୁରୁଣା ପୋଷାକ

ପୋଷାକ ପୁରୁଣା ହୋଇଗଲେ କିମ୍ବା କୌଣସି କାରଣରୁ ଚିରିଗଲେ ଅବା ଛୋଟ ହୋଇଗଲେ ସାଧାରଣତଃ ଅନେକଙ୍କ ଲାଗି ଏହା ଅନାବଶ୍ୟକ ହୋଇ ପଡିରହେ କିମ୍ବା ଫିଙ୍ଗା...

ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି...

ଟମାଟୋ ଫେସ୍‌ପ୍ୟାକ୍‌

ଟମାଟୋ ସ୍କିନ୍‌ ପାଇଁ ବହୁତ ଉପକାରୀ। ଯେତେବେଳେ ଆପଣ ଭାବୁଛନ୍ତି କି ଆପଣଙ୍କ ତ୍ୱଚା ଟିକେ ସଫା ଦେଖାଯିବ ସେତେବେଳେ ଆପଣ ଟମାଟୋର ସାହାଯ୍ୟ ନେଇପାରିବେ।...

ବଢ଼ୁଛି ସଂକ୍ରମିତ ଆଶଙ୍କା: ଏ ସବୁ ଖାଦ୍ୟ ଖାଇ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାନ୍ତୁ

କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହାକୁ ନେଇ ଦେଶ ତଥା ରାଜ୍ୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି।...

କୁକୁମ୍ବର କୁଲର

  ଆବଶ୍ୟକ ସାମଗ୍ରୀ: କାକୁଡ଼ି- ୩୦୦ ଗ୍ରାମ୍‌, ଲେମ୍ବୁ ରସ- ୧୫ ମିଲିଗ୍ରାମ୍‌, ବରଫ ଖଣ୍ଡ- ୧୫୦ ଗ୍ରାମ୍‌, ସୋଡ଼ା- ଅଳ୍ପ, ପୁଦିନା- ଅଳ୍ପ ପ୍ରସ୍ତୁତି...

ଅର୍ଥୋସ୍କୋପିକ୍‌ ସର୍ଜରି

”ଅର୍ଥୋସ୍କୋପିକ୍‌ ସର୍ଜରି ଏକ ଆଧୁନିକ ଅସ୍ଥିଶଲ୍ୟ ଚିକିତ୍ସା ପଦ୍ଧତି । ଏଥିରେ ବଡ଼ ଧରଣର କଟାକଟି ନ କରି ଛୋଟ କଣା ମାଧ୍ୟମରେ ଶରୀରର ବିଭିନ୍ନ...

ନିଷ୍ପତ୍ତି ନେବ ରୋବୋ

ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର କରାଯାଉଛି। ଏପରି କି ଚିକିତ୍ସା ବିଜ୍ଞାନରେ ଅପରେସନ ପରି ଗୁରୁତ୍ୱପୂର୍ଣ୍ଣ କାମରେ ଏହା ସହାୟତା କରିପାରୁଛି। ବିଶେଷଭାବରେ ବିଶେଷଜ୍ଞଙ୍କ...

Advertisement
Archives

Model This Week