Odisha Elections 2024

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ ଟ୍ରକ୍‌ ଫସି ରହିଥିବା ଦେଖିବାକୁ ମିଳିଛି। ଉକ୍ତ କଂକ୍ରିଟ ରାସ୍ତାଟି ୨୦୨୩-୨୪ ଆର୍ଥିକ ବର୍ଷରେ ଭିତ୍ତିଭୂମି ବିକାଶ ପାଣ୍ଠିରୁ ୩ଲକ୍ଷ ଟଙ୍କା ଅଟକଳରେ ୬ମାସ ତଳେ ବିଭାଗୀୟ ଯନ୍ତ୍ରୀଙ୍କ ଦ୍ୱାରା ନିର୍ମାଣ କରାଯାଇଥିଲା। ତେବେ ରାସ୍ତା ନିର୍ମାଣରେ ଅନିୟମିତତା ଯୋଗୁ ଏଭଳି ଅଭାବନୀୟ ଘଟଣା ଘଟିଥିବା ଲୋକେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, କର୍ଲାମୁଣ୍ଡା ପଞ୍ଚାୟତ ସମିତିର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆତ୍ମା ଗୃହଠାରୁ ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହ ପର୍ଯ୍ୟନ୍ତ ରାସ୍ତା କଂକ୍ରିଟ କରଣ କାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କ ଅଗ୍ରାଧିକାର ସ୍ଥାନୀୟ ସମସ୍ୟା

ଯାଜପୁର,୨୦ା୫(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ନିର୍ବାଚନ ମଣ୍ଡଳିର ଭୋଟରମାନେ ଏବେ ନିଜ ଅଞ୍ଚଳର ସମସ୍ୟାକୁ ଅଗ୍ରାଧିକାର ଦେଉଥିବା ଦେଖିବାକୁ ମିଳିଛି।...

ଅବାଧରେ ଚାଲିଛି ବାଲି,ମାଟି ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୨୦ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସୁଯୋଗରେ ଅନେକ କୋଟି ଟଙ୍କାର ଖଣିଜ ସମ୍ପଦ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ଜଳସେଚନ, ଓଭର ବ୍ରିଜ ଦାବିରେ ଭୋଟ ବର୍ଜନ: ଭୋଟରଙ୍କ ଅପେକ୍ଷାରେ ପୋଲିଂ ଅଧିକାରୀ

ଲୋଇସିଂହା,୨୦।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସଦର ଗାଁ ହୀରାପୁର ଓ ବାରଡୋଲ ଗ୍ରାମବାସୀ ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ରେଲୱେ...

ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼

ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri