ଦୁର୍ଗା ପୂଜା ପାଇଁ ଉତ୍ସବ ମୁଖର ଖଣି ଅଞ୍ଚଳ

କାଳିଆପାଣି,୩ା୧୦(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳରେ ଚଳିତ ବର୍ଷ ଖୁବ୍‌ ଧୂମ୍‌ଧାମ୍‌ରେ ଶାରଦୀୟ ଦୁର୍ଗା ପୂଜା ଆରମ୍ଭ ହୋଇଛି।  ଟାଟା ଷ୍ଟିଲ କମ୍ପାନୀର କଲୋନୀ ପରିସରରେ ଗତ ୫୦ ବର୍ଷ ଧରି ହୋଇ ଆସୁଥିବା ପୂଜା ଚଳିତ ବର୍ଷ କଲୋନୀ ବାହାର ପଡ଼ିଆରେ ଖୁବ୍‌ ଜାକଜମକରେ ଚାଲିଛି। ମହାଷ୍ଟମୀ ପାଇଁ ସୋମବାର ସକାଳୁ ପୂଜା ମଣ୍ଡପରେ ଭକ୍ତମାନଙ୍କ ସମାଗମ ଦେଖିବାକୁ ମିଳିଥିଲା। ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଠିଆ ହୋଇ ଜଣଙ୍କ ପରେ ଜଣେ ପୂଜା କରିଥିଲେ। ବହୁ ମହିଳା ଓ ଆଖପାଖ ଅଞ୍ଚଳର ଶ୍ରଦ୍ଧାଳୁମାନଙ୍କ ସମାଗମ ଦେଖିବାକୁ ମିଳିଥିଲା। ଏହି ଅବସରରେ ଶ୍ରଦ୍ଧାଳୁମାନଙ୍କ ପାଇଁ ପୂଜା କମିଟି ପକ୍ଷରୁ ଭୋଗ ପ୍ରସ୍ତୁତ କରାଯାଇଥିଲା। ପୂଜା କମିଟି ସ୍ବେଚ୍ଛାସେବୀ ଓ କାଳିଆପାଣି ଥାନା ପୋଲିସ ପକ୍ଷରୁ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?