ଆଜିଠାରୁ ତନିସ୍କରେ ‘ଫେଷ୍ଟିଭାଲ ଅଫ୍‌ ଚେନ୍ସ’

ଭୁବନେଶ୍ୱର,୧୫।୭: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ତନିସ୍କର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ଚେନ୍‌ କଲେକ୍ସନ ‘ଫେଷ୍ଟିଭାଲ ଅଫ୍‌ ଚେନ୍ସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଶନିବାରଠାରୁ ତନିସ୍କରେ ଆକର୍ଷଣୀୟ ଓ ଡିଜାଇନ ଚେନ୍‌ର ବ୍ୟାପକ ସମ୍ଭାର ପ୍ରଦର୍ଶନ ହେଉଛି। ଅପରପକ୍ଷରେ ଆକର୍ଷଣୀୟ ରିହାତି ସହିତ ବ୍ୟାପକ ଡିଜାଇନ ଏବଂ ଷ୍ଟାଇଲର ଚେନ୍‌ ଉପଲବ୍ଧ ରହିଛି। ଏହି ପରିପ୍ରେକ୍ଷୀରେ ସୁନା ଗହଣାର ଗଢ଼ା ମୂଲ୍ୟ ଏବଂ ହୀରା ଗହଣାର ମୂଲ୍ୟ ଉପରେ ୨୦% ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଛି। ସେହିଭଳି ଅନ୍ୟ ଗହଣା ଦୋକାନରୁ କିଣାଯାଇଥିବା ପୁରୁଣା ସୁନାଗହଣାର ବଦଳ ଉପରେ ମଧ୍ୟ ଗ୍ରାହକ ୧୦୦% ବଦଳ ମୂଲ୍ୟ ପାଇବେ। ତନିସ୍କର ଏହି ସ୍ବତନ୍ତ୍ର ଅଫର ୨୦୨୩ ଜୁଲାଇ ୧୫ରୁ ୨୪ ପର୍ଯ୍ୟନ୍ତ ଉପଲବ୍ଧ। ଉଲ୍ଲେଖଯୋଗ୍ୟ, ୨୦୨୩ ଜୁଲାଇ ୧୫ (ଶନିବାର) ରୁ ଚେନ୍‌ ମେଳା (ଫେଷ୍ଟିଭାଲ ଅଫ୍‌ ଚେନ୍ସ) ତନିସ୍କର ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁର ଏବଂ ମାଷ୍ଟର କ୍ୟାଣ୍ଟିନ ଷ୍ଟୋର ସମେତ କଟକର କ୍ୟାଣ୍ଟନ୍‌ମେଣ୍ଟ ଛକ ଓ ଅନୁଗୋଳର ପ୍ରମିୟମ ଶୋ’ରୁମ୍‌ରେ ଉପଲବ୍ଧ ରହିଛି। ସେହିପରି ଉପରୋକ୍ତ ସହରଗୁଡ଼ିକର ଗ୍ରାହକମାନେ ଆକର୍ଷଣୀୟ ଡିଜାଇନର ଚେନ୍‌ କିଣିବାର ଅପୂର୍ବ ସୁଯୋଗ ସହ ଆକର୍ଷଣୀୟ ରିହାତିର ଲାଭ ଉଠାଇପାରିବେ ବୋଲି ତନିସ୍କ ପକ୍ଷରୁ କୁହାଯାଇଛି। ବିଶେଷକରି ୨ଗ୍ରାମ୍‌ରୁ ଆରମ୍ଭକରି ୫୦ଗ୍ରାମ ଏବଂ ତଦ୍ଦୂର୍ଦ୍ଧ୍ୱ ଓଜନର ଚେନ୍‌ ତନିସ୍କର ଉପରୋକ୍ତ ସମସ୍ତ ଷ୍ଟୋରରେ ଉପଲବ୍ଧ ରହିଛି। ଅପରପକ୍ଷରେ ମହିଳା, ଶିଶୁ ଏବଂ ପୁରୁଷମାନଙ୍କ ପାଇଁ କିଛି ନା କିଛି ସୁବିଧା ଓ ଉତ୍ପାଦ ଉପଲବ୍ଧ ରହିଥିବା ଶୋ’ରୁମ୍‌ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ମେଶିନ ଏବଂ ହାତ ତିଆରି ଆକର୍ଷଣୀୟ ଡିଜାଇନର ବ୍ୟାପକ ଚେନ୍‌ ବର୍ଗମାଳା ତନିସ୍କରେ ଉପଲବ୍ଧ। ବିଶେଷ କରି ଆକର୍ଷଣୀୟ ଡିଜାଇନ୍‌ ଏବଂ ଜଟିଳ କାରୁକାର୍ଯ୍ୟରେ ଲିଙ୍କ୍‌, କର୍ବ, ଏନାମେଲ ବିଡ୍‌ ଚେନ୍‌, ରୋପ୍‌ ଚେନ୍‌ ଆଦି ଅନେକ ଡିଜାଇନ ଉପରୋକ୍ତ ଶୋରୁମ୍‌ଗୁଡିକରେ ଉପଲବ୍ଧ ରହିଛି। ଏପରିକି ବ୍ୟାପକ ବିକଳ୍ପ ସହ ତନିସ୍କ ଗହଣାପ୍ରେମୀଙ୍କୁ ଆନନ୍ଦଦାୟକ ଶପିଂ ଅନୁଭୂତି ଦେବା ନେଇ ତନିସ୍କ ନିଶ୍ଚିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri