ରେକର୍ଡ ଟିକାକରଣ ନେଇ କଂଗ୍ରେସକୁ ଆସିଛି ଜ୍ୱର, ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୮।୯: ଦେଶରେ ରେକର୍ଡ ଟିକାକରଣ ନେଇ କଂଗ୍ରେସକୁ ଜ୍ୱର ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡ଼ିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ଗୋଆର କରୋନା ଯୋଦ୍ଧାଙ୍କ ସହିତ ଆଲୋଚନା ସମୟରେ ଏଭଳି କହିଛନ୍ତି। ସେ କାହାର ନାମ ନେଇ କଂଗ୍ରେସ ଉଦ୍ଦେଶ୍ୟରେ କହିଛନ୍ତି ଦେଶର ଏକ ରାଜନୈତିକ ଦଳକୁ ଜ୍ୱର ଆସିଛି।

ଏହା ସହିତ ସେ କହିଛନ୍ତି ଯେ, ଶୁକ୍ରବାର ମୋର ଜନ୍ମ ଦିନ ଥିଲା। ଜନ୍ମଦିନ ଆସିବ ଯିବ ସେଥିରେ କୌଣସି ସ୍ବତନ୍ତ୍ରତା ନାହିଁ। ମାତ୍ର ଶୁକ୍ରବାର ଦେଶରେ ଅଢ଼େଇ କୋଟି ଲୋକଙ୍କର ଟିକାକରଣ କରାଯିବା ଏକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ଘଟଣା ବୋଲି ସେ କହିଛନ୍ତି। ଏପରି କହି ପ୍ରଧାନମନ୍ତ୍ରୀ ଭାବୁକ ହୋଇ ଯାଇଥିଲେ।

ପ୍ରଧାନମନ୍ତ୍ରୀ କରୋନା ଯୋଦ୍ଧା ଏବଂ ଟିକାନେଇଥିବା ଲୋକଙ୍କ ସହିତ କଥାବାର୍ତ୍ତା ହେବା ସମୟରେ ଏହି ସଫଳତା ସମସ୍ତଙ୍କର ସହଯୋଗ ଦ୍ୱାରା ସମ୍ଭବ ହୋଇଥିବା ପ୍ରକାଶ କରିଛନ୍ତି। ଟିକାକରଣ ବଢ଼ିବା ସହିତ ସଂକ୍ରମଣ ଆଶଙ୍କା କମିବ। ଏପରି ହେଲେ ଗୋଆରେ ପର୍ଯ୍ୟଟକଙ୍କ ସଂଖ୍ୟାରେ ବୃଦ୍ଧି ଘଟିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri