ଗାଁରେ ବ୍ୟାପୁଛି ଜ୍ବର: ବିନା ଟେଷ୍ଟରେ ଖାଉଛନ୍ତି ଔଷଧ

ଖପ୍ରାଖୋଲ, ୧୨ା୫: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଗାଁ ଗାଁରେ ଲୋକଙ୍କୁ ଜ୍ବର ହେଉଛି। ସଚେତନ ଲୋକେ କରୋନା ଟେଷ୍ଟ କରୁଥିବା ବେଳେ ଅନେକ ବିନା ଟେଷ୍ଟରେ ଔଷଧ ଖାଇ ଭଲ ହେଉଛନ୍ତି। କେତେକଙ୍କ ଜୀବନ ବି ଯାଉଛି। ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ କୁଠୁର୍ଲା ଗାଁରେ ଜ୍ବର ହେଉଥିବା ଜାଣି ସ୍ବାସ୍ଥ୍ୟ ବିଭାଗ ତରଫରୁ ଗାଁରେ କରୋନା ଟେଷ୍ଟ କରାଯାଇଛି। ଦୁଇଦିନ ତଳେ ଛଅଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବୁଧବାର ୧୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ତିନି ଜଣ ୫ବର୍ଷରୁ କମ୍‌ ଶିଶୁ ଥିବା ଜଣାଯାଇଛି । ଗାଁକୁ ବିଡିଓ ତରଣୀ ସୁନା, ସ୍ବାସ୍ଥ୍ୟ ବିଭାଗ ବିପିଏମ ଯୁଗଳ କିଶୋର ସାହୁ, ସ୍ବାସ୍ଥ୍ୟ କର୍ମୀ ରଞ୍ଜନ ମେହେର ପ୍ରମୁଖ ପହଞ୍ଚି ଲୋକଙ୍କୁ ସଚେତନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ସୋନମ ୱାଙ୍ଗଚୁକଙ୍କୁ ଚାରିଆଡ଼ୁ ସମର୍ଥନ: ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ…

କେନ୍ଦୁଝର,୨୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶର ଶିକ୍ଷା ବ୍ୟବସ୍ଥାକୁ ବଞ୍ଚାଇବା ଏବଂ ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ ସଂଘର୍ଷ କରୁଥିବା ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଆଜି କେନ୍ଦୁଝରରେ ଆମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri