Posted inଖେଳ

ଅଳ୍ପକେ ପରାଜୟ ବାସ୍ତବିକ ହୃଦୟ ବିଦାରକ: ହରମନପ୍ରୀତ୍‌

କେପ୍‌ ଟାଉନ୍‌,୨୪ା୨: ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ନକ୍‌ଆଉଟ ପର୍ଯ୍ୟାୟରେ ଅଷ୍ଟ୍ରେଲିଆ ନିକଟରୁ ଆଉ ଥରେ ଅଳ୍ପକେ ପରାଜୟ ବାସ୍ତବିକ ହୃଦୟ ବିଦାରକ ଥିଲା। ଏହା ଏତେଟା ଅସହ୍ୟ ଥିଲା ଯେ, ଭାରତ ଅଧିନାୟିକାଙ୍କ ପକ୍ଷେ ନିଜ ଲୁହକୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇ ପଡ଼ିଥିଲା। ଏପରିକି ସେମିଫାଇନାଲରେ ରନ୍‌ ଆଉଟ ହେବା ଦୁର୍ଭାଗ୍ୟଜନକ ଥିଲା ବୋଲି ମ୍ୟାଚ ପରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଭାରତୀୟ କ୍ରିକେଟ ଦଳର ଅଧିନାୟିକା ହରମନପ୍ରୀତ୍‌ କୌର ଏହି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।

ମ୍ୟାଚରେ ସେ ଚମତ୍କାର ଅର୍ଦ୍ଧଶତକ ହାସଲ କରିଥିଲେ। ଜେମିମା ରୋଡ୍ରିଗୁଏଜଙ୍କ ସହିତ ପାର୍ଟନରଶିପ୍‌ ମ୍ୟାଚର ଗତିପଥ ବଦଳାଇ ଦେଇଥିଲା। ମାତ୍ର ବିପକ୍ଷ ଦଳର ଏକ ରନଆଉଟ ଉଦ୍ୟମକୁ ନିଜକୁ ବଞ୍ଚାଇବାକୁ ଯାଇ କ୍ରିଜ୍‌ ଆଡକୁ ଆଗେଇ ଯାଉଥିବା ବେଳେ ବ୍ୟାଟ୍‌ ସ୍ଲାଇଡ୍‌ କରାଇବାରେ ସେ ବିଫଳ ହୋଇଥିଲେ। ହେଲେ ମ୍ୟାଚ ଜିତିବା ଲାଗି ଶେଷ ବଲ୍‌ ପର୍ଯ୍ୟନ୍ତ ଉଦ୍ୟମ ଜାରି ରଖିଥିଲୁ। ଭାରତ ଏହି ମ୍ୟାଚ ମାତ୍ର ୫ ରନରେ ହାରି ସେମିଫାଇନାଲ ପର୍ଯ୍ୟାୟରୁ ବିଦାୟ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri