Posted inଜାତୀୟ

ନ୍ୟାୟ ପାଇଁ କମ୍‌ ଲୋକ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥାନ୍ତି, ବହୁ ଲୋକ ନୀରବରେ ପୀଡ଼ା ସହନ୍ତି…

ନୂଆଦିଲ୍ଲୀ, ୩୦।୭ : ଭାରତର ପ୍ରଧାନ ବିଚାରପତି ଏନ.ଭି ରମନା କହିଛନ୍ତି ଯେ ଆମର ପ୍ରକୃତ ଶକ୍ତି ଯୁବପିଢ଼ିଙ୍କ ମଧ୍ୟରେ ରହିଛି। ପୃଥିବୀରେ ଥିବା ମୋଟ ଯୁବବର୍ଗଙ୍କ ମଧ୍ୟରୁ ଏକ ପଞ୍ଚମାଂଶ ଭାରତରେ ବାସ କରନ୍ତି। କିନ୍ତୁ କୁଶଳୀ ଶ୍ରମିକମାନେ ଆମର ଶ୍ରମଶକ୍ତିର ମାତ୍ର ତିନି ପ୍ରତିଶତ। ସେ କହିଛନ୍ତି ଯେ ଆମ ଦେଶର ଯୁବବର୍ଗଙ୍କ ଦକ୍ଷତା ବିକାଶର ଆବଶ୍ୟକତା ରହିଛି। ସେଏହା ମଧ୍ୟ କହିଛନ୍ତି ଯେ ଦେଶର ଜନସଂଖ୍ୟାର କେବଳ ଅଳ୍ପ ଅଂଶ ବିଭିନ୍ନ ସମସ୍ୟା ନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କିନ୍ତୁ ଅଧିକାଂଶ ଲୋକ ନୀରବ ରହି ପୀଡ଼ା ସହିଥାନ୍ତି।

ସଚେତନତା ଏବଂ ଆବଶ୍ୟକ ଉପାୟ ଅଭାବରୁ ସେମାନେ କୋର୍ଟରେ ପହଞ୍ଚି ପାରି ନଥାନ୍ତି ବୋଲି ରମନା କହିଛନ୍ତି। ସର୍ବ ଭାରତୀୟ ଜିଲା ଆଇନ ସେବା ପ୍ରାଧିକରଣ ସମ୍ମିଳନୀରେ ଯୋଗଦେଇ ସେ ଏଭଳି କହିଛନ୍ତି। ସେ କହିଛନ୍ତି ଯେ ଅଧିକାଂଶ ଲୋକ ନ୍ୟାୟିକ ବ୍ୟବସ୍ଥା ନିକଟରେ ପହଞ୍ଚନ୍ତି ନାହିଁ।

ନ୍ୟାୟ ପାଇବା ହେଉଛି ସାମାଜିକ ମୁକ୍ତିର ଏକ ମାଧ୍ୟମ। ଯଦି ଆଜି ଆମେ ନ୍ୟାୟ ସହ ଲୋକଙ୍କ ଦ୍ୱାର ଦେଶରେ ପହଞ୍ଚିବାରେ ସକ୍ଷମ ହୋଇଛୁ, ତେବେ ଆମକୁ ଯୋଗ୍ୟ ବିଚାରପତି, ଉତ୍କୃଷ୍ଟ ଆଇନଜୀବୀ ତଥା ସରକାରଙ୍କୁ ଧନ୍ୟବାଦ ଦେବାକୁ ପଡିବ।

ସେ କହିଛନ୍ତି ଯେ ଦେଶର ଅଧିକାଂଶ ଲୋକଙ୍କ ପାଇଁ ଜିଲା ନ୍ୟାୟିକ ଅଧିକାରୀମାନେ କୋର୍ଟଙ୍କ ସହ ଯୋଗାଯୋଗର ପ୍ରଥମ ମାଧ୍ୟମ। ନ୍ୟାୟପାଳିକା ବିଷୟରେ ଜନମତ ଜିଲା କୋର୍ଟ ସହିତ ସେମାନଙ୍କ ଅଭିଜ୍ଞତା ଉପରେ ଆଧାରିତ, ତେଣୁ ଜିଲା କୋର୍ଟକୁ ମଜବୁତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?