Posted inଖେଳ

କିଟ୍‌କୁ ଫିକି ଇଣ୍ଡିଆ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର,୨୮ା୧୧: କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡଷ୍ଟ୍ରିଆଲ୍‌ ଟେକ୍ନୋଲୋଜି(କିଟ୍‌)କୁ ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘ (ଫିକି) ପକ୍ଷରୁ ଚଳିତ ବର୍ଷର ଫିକି ଇଣ୍ଡିଆ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‌ କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ଉତ୍ସବରେ ଫିକି ପ୍ରେସିଡେଣ୍ଟ ଇଲେକ୍ଟ ତଥା ଇମ୍ଫା ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା, ବିଶିଷ୍ଟ କ୍ରୀଡ଼ା ସାମ୍ବାଦିକ ଓ ଭାରତୀୟ କ୍ରୀଡ଼ା ପୁରସ୍କାର ପ୍ୟାନେଲ ଅଧ୍ୟକ୍ଷ ବିଜୟ ଲୋକାପାଲି, ଫିକି କ୍ରୀଡ଼ା ଓ ଯୁବ ବ୍ୟାପାର କମିଟି ଅଧ୍ୟକ୍ଷ ତଥା ଡିସ୍ନେ ଷ୍ଟାର କ୍ରୀଡ଼ା ମୁଖ୍ୟ ସଂଯୋଗ ଗୁପ୍ତା ଓ ଫିକି କ୍ରୀଡ଼ା ଏବଂ ଯୁବ ବ୍ୟାପାର କମିଟି କୋ-ଚେୟାର ଅମିତ୍‌ ଭାଲା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅର୍ଦ୍ଧଶତକ ହାସଲ କଲେ କ୍ରୀଡା ମନ୍ତ୍ରୀ

କଟକ,୪।୩: ଚଣ୍ଡିଗଡ ଏବଂ ବଙ୍ଗଳା ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯାଉଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ପଶ୍ଚିମବଙ୍ଗ କ୍ରୀଡା ମନ୍ତ୍ରୀ ମନୋଜ...

ଏକଦା ଏମ୍‌ଏସ୍‌ ଧୋନୀଙ୍କ ଉପରେ ରାଗିଯାଇଥିଲେ କୋକିଳକଣ୍ଠୀ

କୋକିଳକଣ୍ଠୀ ଲତା ମଙ୍ଗେସ୍‌କରଙ୍କ ପୂର୍ଣ୍ଣ ରାଜକୀୟ ସମ୍ମାନରେ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି । ତେବେ ତାଙ୍କ ମୃତ୍ୟୁ ପରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛ।...

ବୁମ୍‌ରାଙ୍କ ସ୍ଥାନ ନେବେ ଶାମି

ନୂଆଦିଲ୍ଲୀ,୪।୧୦: ଟି୨୦ ବିଶ୍ୱକପ୍‌ ପର୍ବରୁ ଟିମ୍‌ ଇଣ୍ଡିଆକୁ ବଡ ଝଟ୍‌କା ଲାଗିଛି। କାରଣ ଦଳର ପ୍ରମୁଖ ବୋଲରଙ୍କ ମଧ୍ୟରୁ ଅନ୍ୟତମ ଜସପ୍ରିତ ବୁମ୍‌ରା ପିଠିରେ ସମସ୍ୟା...

କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂ କରୋନା ପଜିଟିଭ

  ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧।୫(ପି.ଟି.): କିମ୍ବଦନ୍ତୀ ଭାରତୀୟ ଧାବକ ମିଲ୍‌ଖା ସିଂ କରୋନା ସଂକ୍ରମଣର ଶିକାର ହୋଇଛନ୍ତି। ସେ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଫଳରେ ଚଣ୍ଡିଗଡ଼ସ୍ଥିତ...

ମହାମାରୀ ଭୟ ସତ୍ତ୍ୱେ ଟୋକିଓରେ ନିର୍ବାଚନ

ଟୋକିଓ,୫।୭(ଏପି): କୋଭିଡ୍‌-୧୯ ମହାମାରୀର ଭୟାବହତା ପାଇଁ ଅଲିମ୍ପିକ୍ସ ଆୟୋଜନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲେ ମଧ୍ୟ ଟୋକିଓରେ ଆସେମ୍ବ୍ଲି ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଉ ପାଖାପାଖି...

ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ନଟ୍‌ ଆଉଟ୍‌ ଥିଲେ ରୋହିତ

ମାଞ୍ଚେଷ୍ଟର,୨୮।୬(ପିଟି)- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ବିବାଦୀୟ ଢଙ୍ଗରେ ଉଇକେଟ ପଛରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। କିନ୍ତୁ ସେ...

ଫିଫା ବିଶ୍ୱକପ୍‌: ଭାରତୀୟ ଦର୍ଶକ ନେଇ କାତାରର ଆଶା

ମୁମ୍ବାଇ, ୨୨ା୪ (ପି.ଟି.)-କାତାର ୨୦୨୨ ଫିଫା ବିଶ୍ୱକପ୍‌ର ଆୟୋଜକ ହୋଇଛି। ସୌଦି ଆରବ ନେତୃତ୍ୱରେ କେତେକ ଦେଶ ଏହି ଦେଶକୁ ଅର୍ଥନୈତିକ ବାସନ୍ଦ କରିଥିଲେ ହେଁ...

ମୁମ୍ବାଇ ବିମାନବନ୍ଦରରେ ୭୪ ଦିନ ରହିଲେ ଘାନା ଫୁଟବଲର

ମୁମ୍ବାଇ, ୮।୬ : ଘାନାର ଜାତୀୟ ଫୁଟବଲ ଖେଳାଳି ର଼୍ୟାଣ୍ଡି ଜୁଆନ ମୁଲେର ଲକ୍‌ଡାଉନ୍‌ କାରଣରୁ ୭୪ ଦିନ ମୁମ୍ବାଇ ବିମାନବନ୍ଦରରେ ଫସି ରହିଥିବା ଘଟଣା...

Advertisement
Archives

Model This Week