କ୍ୱେଟାରେ ଆତଙ୍କବାଦୀ ଆକ୍ରମଣ: ୩ମୃତ, ୨୪ରୁ ଊର୍ଦ୍ଧ୍ୱ ଆହତ

କ୍ୱେଟା,୩୦।୧୧: ପାକିସ୍ତାନରେ ପୋଲିସ ଟ୍ରକ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୩ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୨୦ଜଣ ପୋଲିସ କର୍ମଚାରୀଙ୍କ ସମେତ ୨୪ଜଣ ଆହତ ହୋଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ବୁଧବାର ସକାଳେ କୁଚଲକ ବାଇପାସ ଦେଇ ଏକ ପୋଲିସ ଟ୍ରକ୍‌ ଯାଉଥିବା ବେଳେ ହଠାତ୍‌ ଗାଡ଼ି ଉପରକୁ ଆତଙ୍କବାଙ୍କ ଆତ୍ମଘାତୀ ଆକ୍ରମଣ ହୋଇଥିଲା। ଘଟଣାସ୍ଥଳରେ ପୋଲିସର ରେସକ୍ୟୁ ଟିମ୍‌ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ହସ୍ପିଟାଲକୁ ନେଇଥିଲେ। ଏଥିସହ ବୋମା ନିଷ୍କ୍ରିୟକାରୀ ଦଳ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଏହି ଆକ୍ରମଣରେ ପୋଲିସ ଟ୍ରକକୁ ଟାର୍ଗେଟ କରାଯାଇଥିଲା ବୋଲି କ୍ୱେଟାର ଡିଜି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri