ବ୍ୟାରେଜ୍‌ ଡିଜାଇନ ପ୍ରସ୍ତୁତ ପାଇଁ କ୍ଷେତ୍ର ପରିଦର୍ଶନ

ବାଲିଅନ୍ତା,୫।୮ (ଡି.ଏନ୍‌.ଏ.): ବାଲିଅନ୍ତାସ୍ଥିତ କୁଶଭଦ୍ରା ନଦୀ ଓ ପାଣ୍ଡରା ହାଇଟେକ ହସ୍ପିଟାଲ ନିକଟସ୍ଥ କୁଆଖାଇ ନଦୀରେ ହେବାକୁ ଥିବା ୨ଟି ବ୍ୟାରେଜ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀ ବୁଧବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ, ଡିଜାଇନର ଡାଇରେକ୍ଟର ଓ ଅତିରିକ୍ତ ଡାଇରେକ୍ଟ ସମେତ ୪ଜଣିଆ ଟିମ ବ୍ୟାରେଜର ଆକ୍ସିସ ପଏଣ୍ଟ ସ୍ଥଳକୁ ଆସି ବୁଲି ଦେଖିଛନ୍ତି। ଏହି ଟିମ ଉଭୟ ନଦୀର ଆକ୍ସି ପଏଣ୍ଟକୁ ଗସ୍ତ କରି କ୍ଷେତ୍ରସ୍ଥଳକୁ ଅନୁଧ୍ୟାନ କରିଥିଲେ।
ବାଲିଅନ୍ତା ଜଳସେଚନ ଉପଖଣ୍ଡର ସହକାରୀ ଯନ୍ତ୍ରୀ ଭୀମସେନ ବେହେରା ସମସ୍ତ ଡାଟା ଓ ବ୍ୟାରେଜ ମ୍ୟାପକୁ ଡିଜାଇନ ଟିମ୍‌ର ସଦସ୍ୟମାନଙ୍କୁ ଦେଖାଇବା ସହ ଲାଇନ ପଏଣ୍ଟକୁ ନେଇ ଏ ସମ୍ପର୍କରେ ବୁଝାଇଥିଲେ। ଏହି ସମୟରେ ସହକାରୀ ଯନ୍ତ୍ରୀ ସିଦ୍ଧାନ୍ତ ଷଡ଼ଙ୍ଗୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri