ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ ଉର୍ଦ୍ଧ୍ୱ ଘର ଜଳିଯିବା ସାଙ୍ଗକୁ ଘରେ ଥିବା ନଗଦ ଟଙ୍କା, ଧାନଚାଉଳ, ଦରକାରୀ କାଗଜପତ୍ର ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଜଳିପୋଡି ଛାରଖାର ହୋଇଯାଇଛି । ଅଗ୍ନିକାଣ୍ଡର ବିଳମ୍ବରେ ଅଗ୍ନିଶମଗାଡି ପହଞ୍ଚିବାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଦେଖାଦେଇଛି। ନିଆଁଲିଭାରେ ବଡ଼ସାହି ଓ ବେତନଟୀ ଦମକଳଗାଡି ନିୟୋଜିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri