Posted inଜାତୀୟ

ହୋଟେଲ ଲେୱାନରେ ଭୟଙ୍କର ଅଗ୍ନିକାଣ୍ଡ, ଫସି ରହିଛନ୍ତି ଅନେକ ଲୋକ

ଲକ୍ଷ୍ନୌ,୫ ।୯: ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଥିବା ଲେୱାନ ହୋଟେଲରେ ସୋମବାର ସକାଳୁ ନିଆଁ ଲାଗି ଯାଇଛି । ହୋଟେଲ ସହରର ଭିଆଇପି ଅଞ୍ଚଳ ହଜରତଗଞ୍ଜରେ ଅବସ୍ଥିତ । ଅନୁମାନ କରାଯାଉଛି ଏହି ହୋଟେଲ ନିଆଁରେ କେତେକ ଲୋକେ ଆହତ ହୋଇଛନ୍ତି । ନିଆଁ ଲିଭାଇବାକୁ ଖବର ପାଇଁ ତୁରନ୍ତ ଅଗ୍ନିଶମ ବାହିନିର ଗାଡି ପହଞ୍ଚିଛି । ହୋଟେଲ ବାହାରେ ଥିବା ଜଣେ ବ୍ୟକ୍ତି କହିଛନ୍ତି ହୋଟେଲ ଭିତରେ ଅତିକମ୍‌ରେ ୨୦ଜଣ ଲୋକ ଥାଇପାରନ୍ତି । ଫାୟାର ବ୍ରିଗେଡର ୬ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ଲାଗିଛି । ହେଲେ କେମିତି ନିଆଁ ଲାଗିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷରେ ଭାଜପା: କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଦେଲେ ମୋଦି

ନୂଆଦିଲ୍ଲୀ,୬।୪: ଭାଜପା ସୋମବାର ୪୦ ବର୍ଷରେ ପାଦଦେଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ସମସ୍ତ ସଦସ୍ୟଙ୍କୁ କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ...

ପେନସନ ପାଇଁ ଫ୍ରିଜରେ ଲୁଚାଇ ରଖିଥିଲେ ଜେଜେ ବାପା’ଙ୍କ ମୃତଦେହ

ହାଇଦ୍ରାବାଦ,୧୩।୮: ଜେଜେ ବାପା’ଙ୍କ ପେନସନ ଟଙ୍କାରେ ଚାଲୁଥିଲା ଘର। କିନ୍ତୁ କୌଣସି କାରଣରୁ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ସାମ୍ନାକୁ ଆସିଲେ ପେନସନ ଆଉ...

ମନ୍ଦିରରେ ମୁସଲମାନ ମନ୍ତ୍ରୀଙ୍କ ପ୍ରବେଶକୁ ନେଇ ଉଠିଲା ବିବାଦ

ପାଟନା,୨୩।୮: ବିହାରରେ ମହାମେଣ୍ଟ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଗୟାସ୍ଥିତ ବିଷ୍ଣୁପଦ ମନ୍ଦିରରେ ପହଞ୍ଚିଥିଲେ। ଏହି ସମୟରେ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ...

ଦେଶର ୧୭୦ ହଟ୍‌ସ୍ପଟ୍‌ ଜିଲା ତାଲିକାରେ ଖୋର୍ଦ୍ଧା

ନୂଆଦିଲ୍ଲୀ/ଭୁବନେଶ୍ୱର, (ବ୍ୟୁରୋ)୧୬ା୪: ଭାରତର ୧୭୦ଟି ଜିଲାକୁ କରୋନା ହଟ୍‌ସ୍ପଟ ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଏଥିରେ ରହିଛି ଓଡ଼ିଶାର ଖୋର୍ଦ୍ଧା ଜିଲା। ଏଥିସହିତ...

୧୨ ବୈଜ୍ଞାନିକଙ୍କୁ ଶାନ୍ତି ସ୍ବରୂପ ଭଟ୍ଟନାଗର ସମ୍ମାନ

ନୂଆଦିଲ୍ଲୀ,୧୨।୯: ଆଗକୁ କାଉନସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ(ସିଏସ୍‌ଆଇଆର୍‌)ର ପ୍ରତିଷ୍ଠା ଦିବସ ରହିଛି। ଏହି ଅବସରରେ ଦେଶର ୧୨ଜଣ ଯୁବ ବୈଜ୍ଞାନିକ ମାନଙ୍କୁ ଶାନ୍ତି...

ଭାରତରେ ପହଞ୍ଚିଲା ଆଉ ୩ ରାଫାଲ

ନୂଆଦିଲ୍ଲୀ,୨୩ା୨: ଫ୍ରାନ୍ସରୁ ଆଉ ୩ ରାଫାଲ ବିମାନ ଭାରତରେ ପହଞ୍ଚିଛି। ବାୟୁସେନା ଅନୁଯାୟୀ, ୩୬ଟି ରାଫାଲ ଯୁଦ୍ଧ ବିମାନ ପାଇଁ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ...

ଜେଲ ଗଲେ ଏଏପି ବିଧାୟକ

ନୂଆଦିଲ୍ଲୀ,୧୩ ।୫: ରାଜଧାନୀ ଦିଲ୍ଲୀରେ ବୁଲଡୋଜର ଚାଳନାକୁ ବିରୋଧ କରୁଥିବା ଆମ ଆଦମୀ ପାର୍ଟି(ଏଏପି) ବିଧାୟକ ଅମାନତୁଲ୍ଲାହ ଖାଁ ସମେତ ୬ ଜଣଙ୍କୁ ଗିରଫ କରାଯାଇଛି...

ତଦନ୍ତ ପାଇଁ କମିଶନ ଗଠିତ

ଲକ୍ଷ୍ନୌ,୧୩।୭: ଏନ୍‌କାଉଣ୍ଟରରେ ପୋଲିସ ଗୁଳିର ଶିକାର ହୋଇ ପ୍ରାଣ ହରାଇଥିବା ଉତ୍ତରପ୍ରଦେଶ କାନପୁରର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେ ଘଟଣାର ତଦନ୍ତ କରାଯିବ। ଜଣିକିଆ କମିଶନ ଏହାର...

Advertisement
Archives

Model This Week