Posted inଜାତୀୟ

ଆଦାନୀ ପ୍ରସଙ୍ଗ ନେଇ ପ୍ରବଳ ହଟ୍ଟଗୋଳ: ରାଜ୍ୟସଭା ୧୩ ମାର୍ଚ୍ଚ ପର୍ଯ୍ୟନ୍ତ ସ୍ଥଗିତ…

ନୂଆଦିଲ୍ଲୀ,୧୩।୨ : ବିରୋଧୀ ସାଂସଦମାନେ ଆଦାନୀ ମାମଲାକୁ ନେଇ ରାଜ୍ୟସଭାରେ ସୋମବାର ପ୍ରବଳ ହଟ୍ଟଗୋଳ କରି ଏକ ଅଡୁଆ ସୃଷ୍ଟି କରିଥିଲେ। ଏହି ସମୟରେ, ବିରୋଧୀଦଳର ଏମ୍‌ପିମାନେ ରେକର୍ଡରୁ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଭାଷଣର କିଛି ଅଂଶ ହଟାଇବାକୁ ନେଇ ଉତ୍ତେଜିତ ହୋଇ ବାଚସ୍ପତିଙ୍କ ପୋଡିୟମରେ ପହଞ୍ଚିଥିଲେ। ଏହା ପରେ ରାଜ୍ୟସଭାର କାର୍ଯ୍ୟକୁ ୧୩ ମାର୍ଚ୍ଚ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।

ରାଜ୍ୟସଭାରେ ହଟ୍ଟଗୋଳ ସମୟରେ ଏମ୍‌ପି ରାଘବ ଚାଧା, ସଞ୍ଜୟ ସିଂ, ଇମ୍ରାନ ପ୍ରତାପଗରୀ, ଶକ୍ତି ସିଂ ଗୋହିଲ, ସନ୍ଦୀପ ପ।ଠକ ଏବଂ କୁମାର କେଟକର୍‌ ବେଲରେ ପହଞ୍ଚିଥିଲେ। ଏହା ପରେ ଅଧ୍ୟକ୍ଷ ସମସ୍ତ ସଦସ୍ୟମାନଙ୍କୁ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ସୁରକ୍ଷାରେ ଆହ୍ବାନ ସୃଷ୍ଟି କରିଛି କରୋନା-ବିବାଦ-ଜଳବାୟୁ ପରିବର୍ତ୍ତନ : ଜୟଶଙ୍କର…

ନୂଆଦିଲ୍ଲୀ,୨୪।୧୧ : ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ବିଶ୍ୱ ଖାଦ୍ୟ ସୁରକ୍ଷା ପାଇଁ ତିନୋଟି ପ୍ରମୁଖ ଆହ୍ବାନ ଭାବେ କରୋନା, ବିବାଦ ଏବଂ ଜଳବାୟୁ ପରିବର୍ତ୍ତନକୁ...

୩ ମାସ ତଳେ ଭାଜପାରେ ଯୋଗଦେଇଥିବା କଂଗ୍ରେସ ନେତାଙ୍କୁ ମନ୍ତ୍ରୀ ପଦ

ଲକ୍ଷ୍ନୌ, ୨୫।୯: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଜାତି ଏବଂ ଆଞ୍ଚଳିକତାରେ ସନ୍ତୁଳନ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର...

ଅସଦୁଦ୍ଦିନଙ୍କ ଗାଡି ଉପରକୁ ଗୁଳିମାଡ ଘଟଣାରେ ୨ ଗିରଫ

ନୂଆଦିଲ୍ଲୀ,୪ ।୨: ଗୁରୁବାର ସନ୍ଧ୍ୟାରେ ଏଆଇଏମ୍‌ଆଇଏମ୍ ଅଧ୍ୟକ୍ଷ ଅସଦୁଦ୍ଦିନ ଓୱାଇଇସି ଯେତେବେଳେ ଏକ ନିର୍ବାଚନ ପ୍ରଚାର ସାରି ମିରଠରୁ ଦିଲ୍ଲୀ ଫେରୁଥିଲେ ସେତେବେଳେ ତାଙ୍କ ଗାଡି...

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

ସିନ୍ଧେ ମୁଖ୍ୟମନ୍ତ୍ରୀ ହେବା ପରେ ଉଦ୍ଧବ ଠାକ୍‌ରେଙ୍କ ପ୍ରଥମ ପ୍ରତିକ୍ରିୟା

ମୁମ୍ବାଇ,୧।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟର ନୂତନ ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି ଲେଖିଛନ୍ତି, ମହାରାଷ୍ଟ୍ରର ନୂତନ ଭାବେ ନିଯୁକ୍ତ...

ବିପଦ ସଙ୍କେତ ଉପରେ ଯମୁନା: ୧୦ହଜାର ଲୋକଙ୍କୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୨୦।୮: ଦିଲ୍ଲୀର ଯମୁନା ନଦୀରେ ମଙ୍ଗଳବାର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହି ହେଉଛି। ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ...

ଭାରତୀୟ ନୌସେନାର ପ୍ରଥମ ମହିଳା ପାଇଲଟ

କୋଚି,୨।୧୨: ସବ୍‌ ଲେପ୍ଟନାଣ୍ଟ ଶିଭାଙ୍ଗି ଭାରତୀୟ ନୌସେନାର ପ୍ରଥମ ପାଇଲଟ ହେବାର ଗୌରବ ଅର୍ଜନ କରିଛନ୍ତି। କୋଚିର ଭାଇସ୍‌ ଆଡମିରାଲ ଏ.କେ. ଚାଓ୍ବଲାଙ୍କଠାରୁ ଶିଭାଙ୍ଗି ତାଙ୍କ...

ଚନ୍ଦା କୋଚରଙ୍କୁ ମିଳିଲା ଜାମିନ

ପୁଣେ,୯।୧: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ବ୍ୟବସାୟୀ ସ୍ବାମୀ ଦୀପକ କୋଚରଙ୍କୁ ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଆଇସିଆଇସିଆଇ...

Advertisement
Archives

Model This Week